Posted inଜାତୀୟ

ଇସ୍ତଫା ଦେଲେ ରାଜସ୍ଥାନର ସମସ୍ତ ମନ୍ତ୍ରୀ

ଜୟପୁର,୨୦।୧୧: ରାଜସ୍ଥାନ ମନ୍ତ୍ରିମଣ୍ଡଳରେ ହେବାକୁ ଥିବା ଅଦଳବଦଳର ଗୋଟିଏ ଦିନ ପୂର୍ବରୁ ଇସ୍ତଫା ଦେଇଛନ୍ତି ରାଜ୍ୟର ସମସ୍ତ ମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସମସ୍ତ ମନ୍ତ୍ରୀଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ଜଣାପଡ଼ିଛି। ନୂଆ କ୍ୟାବିନେଟର ଶପଥ ଗ୍ରହଣ ଉତ୍ସବ ରବିବାର ରାଜ ଭବନରେ ଆୟୋଜିତ ହୋଇପାରେ।

ଶନିବାର ସନ୍ଧ୍ୟା ୭ଟାରେ ଜୟପୁରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମନ୍ତ୍ରୀ ପରିଷଦର ବୈଠକ ବସିଥିଲା। ଏହି ବୈଠକ ପରେ ମନ୍ତ୍ରୀମାନେ ଇସ୍ତଫା ଦେଇଛନ୍ତି। ରବିବାର ଅପରାହ୍ନ ୨ଟା ବେଳେ ରାଜ୍ୟର ସମସ୍ତ ମନ୍ତ୍ରୀମାନେ କଂଗ୍ରେସ ମୁଖ୍ୟ କାର୍ଯ୍ୟାଳୟ ଯିବେ। ସେଠାରେ ସବୁ ନିଷ୍ପତ୍ତି ନିଆଯାବ। ନୂଆ ମନ୍ତ୍ରୀମାନେ ୪ଟାବେଳେ ଶପଥ ଗ୍ରହଣ କରିପାରନ୍ତି।

ଦିଲ୍ଲୀରେ ସିନିୟର ନେତାଙ୍କ ସହ ସଚିନ ପାଇଲେଟଙ୍କ ଅନେକ ରାଉଣ୍ଡ ବୈଠକ ପରେ କ୍ୟାବିନେଟ୍‌ ଅଦଳବଦଳ ପାଇଁ ଗଣତି ଆରମ୍ଭ ହୋଇଥିଲା। କ୍ୟାବିନେଟରେ ପାଇଲଟଙ୍କ ସମର୍ଥକଙ୍କୁ ଆଗ୍ରାଧ୍ୟକାର ଦିଆଯାଇପାରେ। ପାଇଲଟଙ୍କୁ ମଧ୍ୟ ରାଜସ୍ଥାନ ବାହାରେ ବଡ଼ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri