ଭକ୍ତଙ୍କ ପାଇଁ ଖୋଲିଲା ଭୁବନେଶ୍ୱରର ସମସ୍ତ ଧାର୍ମିକ ଅନୁଷ୍ଠାନ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଆଜିଠାରୁ ଭୁବନେଶ୍ୱରରେ ସମସ୍ତ ଧାର୍ମିକ ଅନୁଷ୍ଠାନ ଖୋଲାଯାଇଛି । କୋଭିଡ କଟକଣା ପାଳନ ସହ ଭକ୍ତଙ୍କୁ ଦର୍ଶନ ପାଇଁ ଅନୁମତି ମିଳିଛି। ଧାର୍ମିକ ଅନୁଷ୍ଠାନ ମଧ୍ୟରେ ସାମାଜିକ ଦୂରତା ସହ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି। ଲିଙ୍ଗରାଜ ମନ୍ଦିରରେ ପ୍ରତିଥରରେ ୧୦୦ ଭକ୍ତଙ୍କୁ ପ୍ରବେଶ ଅନୁମତି ମିଳିଥିବା ବେଳେ ୧୫ ବର୍ଷରୁ କମ ପିଲାଙ୍କୁ ଅଭିଭାବକଙ୍କ ସହ ମନ୍ଦିର ପ୍ରବେଶ ପାଇଁ ଅନୁମତି ମିଳିଛି । ସେହିପରି ରାଜଧାନୀରେ ଥିବା ମସଜିଦ୍‌ ଓ ଚର୍ଚ୍ଚରେ କଟକଣା ଭିତରେ ସାମୁହିକ ପ୍ରାର୍ଥନା ହୋଇପାରିବ । ଭୁବନେଶ୍ୱର ମହାନଗର ନିଗମର ଏହି ନିଷ୍ପତ୍ତିକୁ ଉଭୟ ଭକ୍ତ ଓ ବିଭିନ୍ନ ଧାର୍ମିକ ଅନୁଷ୍ଠାନର କର୍ମକର୍ତ୍ତାଙ୍କ ସ୍ବାଗତ କରିଛନ୍ତି । ସୂଚନା ଅନୁସାରେ କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ରାଜଧାନୀରେ ସମସ୍ତ ଧାର୍ମାନୁଷ୍ଠାନ ବନ୍ଦ ରଖିବାକୁ ବିଏମ୍‌ସି ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri