ଗଞ୍ଜାମରେ ସମସ୍ତ ଧର୍ମାନୁଷ୍ଠାନ ୯ରୁ ବନ୍ଦ

ଛତ୍ରପୁର,୮।୧(ଡି.ଏନ୍‌.ଏ.): ରାଜ୍ୟରେ କରୋନା ଏବଂ ଓମିକ୍ରନ୍‌ ଭାରିଆଣ୍ଟ ବୃଦ୍ଧିକୁ ନେଇ ଚିନ୍ତା ବଢ଼ୁଥିବା ବେଳେ ପ୍ରଶାସନିକ ରଖି କଟକଣା କଡ଼ାକଡ଼ି କରାଯାଇଛି। ଏ ନେଇ ଗଞ୍ଜାମ ଜିଲାରେ ସମସ୍ତ ଧର୍ମାନୁଷ୍ଠାନ ସର୍ବସାଧାରଣଙ୍କ ପାଇଁ ୯ ତାରିଖରୁ ବନ୍ଦ ରହିବ। ମା’ ତାରାତାରିଣୀ, ମା’ ବୁଢ଼ୀ ଠାକୁରାଣୀ, ବ୍ରହ୍ମପୁର ମା’ ସିଦ୍ଧଭୈରବୀଙ୍କ ମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରହିବ। କେବଳ ନୀତିକାନ୍ତି ଲାଗି ଅଳ୍ପ ସଂଖ୍ୟକ ସେବାୟତ କୋଭିଡ୍‌ କଟକଣା ମଧ୍ୟରେ ପୂଜାର୍ଚ୍ଚନା କରିବେ। ଜିଲା ପ୍ରଶାସନ ଦ୍ୱାରା ଏହି ନିୟମ ଆସନ୍ତା ୯ ତାରିଖ ପ୍ରତ୍ୟୁଷ ୫ଟାରୁ ଆରମ୍ଭ ହୋଇ ଫେବୃୟାରୀ ୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ଆଦେଶର ଉଲ୍ଲଂଘନ କରୁଥିବା ବ୍ୟକ୍ତି ବିଶେଷଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ କଳହ ବେଳେ ମାରପିଟ୍‌ରୁ ହତ୍ୟାକାଣ୍ଡ: କ୍ରିକେଟ ବ୍ୟାଟ୍‌ ମାଡ଼ରେ ଜୀବନ ଗଲା

ଯୋଡ଼ା,୨୧।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ସିଲିଯୋଡା ବେଲ ହଟିଂଠାରେ ଗୁରୁବାର ରାତିରେ ଘରୋଇ କଳହ ଓ ମାରପିଟ୍‌କୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି।...

ଆନ୍ଧ୍ରକୁ ଋଷିକୂଲ୍ୟା ନଦୀରୁ ବାଲି ଚୋରା ଚାଲାଣ: ଚଢାଉରେ ୩୦ ଗାଡ଼ି ଜବତ

ଛତ୍ରପୁର,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା...

କରୋନା ପାଇଁ କପିଳାସରେ କଟକଣା

ଢେଙ୍କାନାଳ ଅଫିସ, ୧୬।୩: କରୋନା ଭାଇରସ୍‌ ସଂକ୍ରମଣ ପ୍ରତିରୋଧ ଲାଗି ଢେଙ୍କାନାଳ ଜିଲା ଦେବୋତ୍ତର ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାର ପ୍ରସିଦ୍ଧ ଶୈବପୀଠ...

୨ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା, ଜଗନ୍ନାଥପ୍ରସାଦ ଶଟ୍‌ଡାଉନ୍‌

ଜଗନ୍ନାଥପ୍ରସାଦ,୨୫ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ କାର୍ଯ୍ୟରତ ୨ଜଣ ପୁରୁଷ ସ୍ବାସ୍ଥ୍ୟକର୍ମୀଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ଶନିବାର ରାତିରେ ରିପୋର୍ଟ...

ତାଲିମ ନେଲେ ୧୦୦ ଚାଷୀ

ବାରିପଦା ଅଫିସ,୧୫।୪ ମୟୂରଭଞ୍ଜ ଜିଲା ପଲ୍ଲୀଶ୍ରୀ ମେଳା ଆନୁକୂଲ୍ୟରେ ଜିଲା କୃଷି ଓ ଆନୁସଙ୍ଗିକ ବିଭାଗ ପକ୍ଷରୁ କୃଷି ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ...

ଦେହରେ ପେଟ୍ରୋଲ ଢାଳି ଆତ୍ମହୁତି ଉଦ୍ୟମ: ଆଖି ବୁଜିଲେ କାର୍ତ୍ତିକ ମେହେର

ବରଗଡ଼ ଅଫିସ୍‌, ୨୮ା୧୨: ନୂଆଦିଲ୍ଲୀ ଇଣ୍ଡିଆ ଗେଟ୍‌ ସମ୍ମୁଖରେ ଦେହରେ ପେଟ୍ରୋଲ ଢାଳି ଆତ୍ମାହୂତି ଉଦ୍ୟମ କରିଥିବା ବରଗଡ଼ ଜିଲା ପଦ୍ମପୁର ନିକଟ ବୁଧାପାଲି ଗାଁର...

ଜଙ୍ଗଲ ଗିଳି ଚାଲିଛି ନିଆଁ

ଭୁବନେଶ୍ୱର (ବ୍ୟୁରୋ)/ ନୟାଗଡ ଅଫିସ/ସଜନାଗଡ଼/ ବୁଗୁଡ଼ା, (ଡି.ଏନ.ଏ.)୮।୩: ହୁ ହୁ ମାଡ଼ିଚାଲିଛି ନିଆଁ। ଓଡ଼ିଶାର ବିଭିନ୍ନ ଜଙ୍ଗଲକୁ ଚାଟିଯାଉଛି ବିପର୍ଯ୍ୟୟର ଲହ ଲହ ଜିହ୍ବା। ସବୁଠୁ...

ସିଂହଦ୍ୱାରରେ ଜମିଲା ମେଳଣ

ପୁରୀ ଅଫିସ, ୧୦ା୧୦: ଶେଷ ହୋଇଛି ଦଶହରା। ଧରାପୃଷ୍ଠରୁ ବିଦାୟ ନେଇଛନ୍ତି ଜଗଜ୍ଜନନୀ ମା’ ଦୁର୍ଗା। ମୃଣ୍ମୟୀ ଦୁର୍ଗାଙ୍କ ବିସର୍ଜନ ପରେ ଏକାଦଶୀରେ ଶ୍ରୀକ୍ଷେତ୍ରରେ ପାରମ୍ପରିକ...

Advertisement
Archives

Model This Week