୩ ଦିନ ବନ୍ଦ ରହିବ ବିଏମ୍‌ସି ଅଧୀନରେ ଥିବା ସବୁ ଧର୍ମାନୁଷ୍ଠାନ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବିଏମ୍‌ସି ଅଧୀନରେ ଥିବା ସବୁ ଧର୍ମାନୁଷ୍ଠାନ ୩ ଦିନ ବନ୍ଦ ରହିବ । ୩୧ରୁ ୨ ତାରିଖ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଧର୍ମାନୁଷ୍ଠାନ। ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମ୍‌ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଜନସାଧାରଣଙ୍କ ସ୍ବାସ୍ଥ୍ୟ ଏବଂ ନିରାପତ୍ତାକୁ ରକ୍ଷା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ବିଏମ୍‌ସି ଅଧୀନରେ ଥିବା ମନ୍ଦିର, ମସଜିଦ, ଗୁରୁଦ୍ବାର, ଚର୍ଚ୍ଚ ଆଦି ଧାର୍ମିକ ଅନୁଷ୍ଠାନ ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ । କୋଭିଡ କଟକଣା ମାନି ମଧ୍ୟରେ ସେବାୟତମାନଙ୍କ ଦ୍ବାରା ସମସ୍ତ ରୀତିନୀତି କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଣା ଜିମ୍ନାସିୟମ ଏବେ ଖାଁ ଖାଁ

କୋରାପୁଟ,୧।୫(ସ୍ବ.ପ୍ର.): ସୋମବାର ଅପରାହ୍ନରେ କାଳବୈଶାଖୀର ୫୦ ମିନିଟ କୋରାପୁଟ ସହରକୁ ଏକପ୍ରକାର ଛିନଛତ୍ର କରିଦେଇଛି। ୧୮ ଘଣ୍ଟା ପରେ ସହରରେ ବିଦ୍ୟୁତ ସେବା ସ୍ବାଭାବିକ ହୋଇଛି।...

ଯାଜପୁର ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ : ତିତ୍‌ଲି ନାମରେ ଦେଢ଼ କୋଟି ଆତ୍ମସାତ୍‌

ଯାଜପୁର ଅଫିସ,୧୯ା୮: ଯାଜପୁର ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆରଡବ୍ଲ୍ୟୁଏସ୍‌ଏସ୍‌) ବିଭାଗରେ ଏସ୍‌ଆରସି (ସ୍ପେଶିଆଲ ରିଲିଫ କମିଶନର) ପାଣ୍ଠିରୁ ତିତ୍‌ଲି ନାମରେ ଆବଣ୍ଟିତ...

ବୋଲେରୋରେ ଚାଲାଣ ହେଉଥିଲା ଦେଶୀ ରନ୍ଧା ମଦ, ପାଟ୍ରୋଲିଂବେଳେ ଧରିଲା ପୋଲିସ

ଭଦ୍ରକ ଅଫିସ,୪ା୭: ଜିଲା ଅବକାରୀ ବିଭାଗ ଭ୍ରାମ୍ୟମାଣ ଏକ ସ୍ବତନ୍ତ୍ର ଟିମ୍‌ ବାସୁଦେବପୁର ଥାନା ଅନ୍ତର୍ଗତ ଟେରା ଛକ ନିକଟରେ ପାଟ୍ରୋଲିଂ କରୁଥିବା ସମୟରେ ଗୋଟିଏ...

ପାଚିକା ଚୟନ ପ୍ରତିବାଦରେ ଗ୍ରାମବାସୀଙ୍କ ଧାରଣା

ଭୋଗରାଇ,୧୨।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁମ୍ଭାରମୂଳୀ ପ୍ରାଥମିକ ବିଦ୍ୟାଳୟରେ ପାଚିକା ଚୟନ ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀ ଓ ଛାତ୍ରୀଛାତ୍ରମାନେ ପୂର୍ବାହ୍ନ ସ୍କୁଲ ଖୋଲିବା ପୂର୍ବରୁ...

ମଙ୍ଗଳାଯୋଡ଼ିରେ ‘ମାଲାର୍ଡ’ ପକ୍ଷୀ

ଭୁବନେଶ୍ୱର,୫।୧୨(ବ୍ୟୁରୋ) : ଶୀତ ଆରମ୍ଭରୁ ବିହଙ୍ଗ ଭୂସ୍ବର୍ଗ ମଙ୍ଗଳାଯୋଡ଼ିକୁ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। ପ୍ରଥମଥର ସେଠାରେ ବିରଳ ପ୍ରଜାତିର ‘ମାଲାର୍ଡ’ ପକ୍ଷୀ ଶୁକ୍ରବାର...

ବଲାଙ୍ଗୀର ମ୍ୟୁନିସିପାଲଟିର ଦାୟିତ୍ୱ ଗ୍ରହଣ କଲେ ଅଧ୍ୟକ୍ଷା

ବଲାଙ୍ଗୀର ଅଫିସ,୬ା୪: ବଲାଙ୍ଗୀର ମ୍ୟୁନିସିପାଲଟିର ନବ ନିର୍ବାଚିତ ଅଧ୍ୟକ୍ଷା ଲିକା ସାହୁ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲା ପ୍ରଶାସନ ପକ୍ଷରୁ ନବ...

ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କଲେ ବାଲ୍ୟବନ୍ଧୁ

ଜୟପୁର,୨୯ା୮(ଡି.ଏନ୍‌.ଏ.) ଜୟପୁର ସହରର ଜଣେ ମାନସିକ ଅସୁସ୍ଥ ବ୍ୟକ୍ତି ରମେଶ ପୂଜାରୀ (ଟୁଟୁ)ଙ୍କୁ ଉଦ୍ଧାର କରି ନୂଆ ରାହା ଦେଖାଇଛନ୍ତି ବାଲ୍ୟବନ୍ଧୁ ଶିବାଜୀ ପଟ୍ଟନାୟକ। ଏହି ଖବର...

ଧାନକିଣା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଜିଲାପାଳ

ଦେବଗଡ଼, ୫।୧୨(ଡ଼ି.ଏନ୍‌.ଏ.)- ଗତ ନଭେମ୍ବର ୧୦ ତାରିଖରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକର ନିଷ୍ପତିମତେ ଶୁକ୍ରବାରଠାରୁ ଦେବଗଡ ଜିଲାରେ ଚାଷୀଙ୍କଠାରୁ ୨୦୨୦-୨୧ ଖରିଫ୍‌...

Advertisement
Archives

Model This Week