Posted inଖେଳ

ବିଶ୍ୱକପ୍‌ ଆରମ୍ଭରୁ ବିପର୍ଯ୍ୟୟ

ଅଲ ଆମେରାତ,୧୭।୧୦: ଟି୨୦ ବିଶ୍ୱକପ୍‌ ଆରମ୍ଭରୁ ବିପର୍ଯ୍ୟୟ ଘଟିଛି। ବାଂଲାଦେଶକୁ ୬ ରନ୍‌ରେ ହରାଇ ଦେଇଛି ଦୁର୍ବଳ ସ୍କଟଲାଣ୍ଡ। ୧୪୧ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ବାଂଲାଦେଶ ୭ ଉଇକେଟ ହରାଇ ୧୩୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଏହି ବିପର୍ଯ୍ୟୟ ପାଇଁ ସ୍କଟଲାଣ୍ଡର ଫିଲ୍ଡରଙ୍କ ସହିତ ଉଭୟ ବ୍ୟାଟ ଓ ବଲରେ ପ୍ରଦର୍ଶନ କରିଥିବା କ୍ରିସ ଗ୍ରେଭେସଙ୍କୁ ଶ୍ରେୟ ଦେବାକୁ ପଡ଼ିବ।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ସ୍କଟଲାଣ୍ଡ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଏପରି କି ଦଳ ମାତ୍ର ୫୩ ରନ୍‌ରେ ହରାଇ ସାରିଥିଲା ୬ ଉଇକେଟ। କିନ୍ତୁ ଗ୍ରେଭେସଙ୍କ ସହ ମାର୍କ ଓ୍ବାଟ (୨୨) ମିଶି ୭ମ ଉଇକେଟ ପାଇଁ ୫୧ ରନ୍‌ ଯୋଡ଼ିଥିଲେ। ଗ୍ରେଭେସ ୨୮ ବଲରେ ଖେଳିଥିଲେ ୪୫ ରନ୍‌ର ବିସ୍ଫୋରକ ପାଳି। ତାଙ୍କ ଇନିଂସରେ ସାମିଲ ଥିଲା ୪ ଚୌକା ଓ ୨ ଛକା। ଫଳରେ ୨୦ ଓଭରରେ ୯ ଉଇକେଟ ହରାଇ ୧୪୦ ରନ୍‌ କରିଥିଲା।

ଜବାବରେ ବାଂଲାଦେଶ ୧୮ ରନ୍‌ ମଧ୍ୟରେ ଦୁଇ ଓପନରଙ୍କ ଉଇକେଟ ହରାଇବା ପରେ ଶାକିବ ଅଲ ହାସନ (୨୦) ଓ ମୁଶଫିକର ରହିମ (୩୮) ସ୍ଥିତି ସମ୍ଭାଳି ଥିଲେ। ମାତ୍ର ଦୁହିଁଙ୍କୁ ପ୍ୟାଭିଲିଅନ ପଠାଇଥିଲେ ଗ୍ରେଭେସ। ଅଧିନାୟକ ମେହମ୍ମୁଦୁଲା ୨୩ ଓ ଅଫିଫ ହୋସେନ (୧୮)ଙ୍କ ଯୋଗଦାନ ସତ୍ତ୍ୱେ ବାଂଲାଦେଶ ବିଜୟ ଲକ୍ଷ୍ୟଠାରୁ ୭ ରନ୍‌ ଦୂରରେ ରହି ଯାଇଥିଲା। ବିଜୟୀ ଦଳ ପାଇଁ ବ୍ରାଡଲି ୩ ଉଇକେଟ ନେଇଥିବା ବେଳେ ଗ୍ରେଭେସ ୨ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri