ଭୁବନେଶ୍ୱର,୧୬।୪(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସ୍କୁଲ ଗୁଡିକୁ ଆଗୁଆ ଛୁଟି ଘୋଷଣା କରିଛନ୍ତି ରାଜ୍ୟସରକାର। ଏପ୍ରିଲ ୧୮ରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏହି ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ।
ଭୁବନେଶ୍ୱର,୧୬।୪(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସ୍କୁଲ ଗୁଡିକୁ ଆଗୁଆ ଛୁଟି ଘୋଷଣା କରିଛନ୍ତି ରାଜ୍ୟସରକାର। ଏପ୍ରିଲ ୧୮ରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏହି ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ।
ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର…
ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…
ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…
କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…
ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…
ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…
ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…
ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…