Posted inରାଜ୍ୟ

ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ

ଭୁବନେଶ୍ୱର,୬।୧୧(ବ୍ୟୁରୋ)-କରୋନା ମହାମାରୀର ଦିତୀୟ ଲହରର ଆଶଙ୍କାକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ବର୍ଷ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ ଷ୍ଟେକହୋଲଡରଙ୍କ ସହ ଆଲୋଚନା ପରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ସ୍କୁଲ ବନ୍ଦ ସତ୍ତ୍ୱେ ସମସ୍ତ ପ୍ରକାର ପରୀକ୍ଷା ଓ ମୂଲ୍ୟାୟନ ଜାରି ରହିବ। ଅନଲାଇନ/ଦୂରନ୍ତର ଶିକ୍ଷା ଜାରି ରଖିବାକୁ ନିଷ୍ପତ୍ତି ହୋଇଛି। ଅନ୍‌ଲାଇନ ଶିକ୍ଷା/ ଟେଲିକାଉନସେଲିଂ ପାଇଁ ଶିକ୍ଷକ ସ୍କୁଲ ଆସିବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri