ଲଗାଣ ବର୍ଷା, ଆଜି ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ,୧୪।୭(ସନାତନ ରାଉତ): ଭଦ୍ରକ ଜିଲାରେ ଲଗାଣ ବର୍ଷା ଜାରି ରହିଛି । ଏହି କାରଣରୁ ଜିଲାର ସମସ୍ତ ସ୍କୁଲକୁ ମଙ୍ଗଳବାର ଛୁଟି ଘୋଷଣା କରାଯାଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାପାଳ ଦିଲ୍ଲୀପ ରାଉତରାଏ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ତେବେ କେନ୍ଦ୍ରୀୟ ରୋଷେଇ (ସେଣ୍ଟ୍ରାଲ କିଚେନ୍) ବ୍ୟବସ୍ଥା ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନ ଭୋଜନ (ଏମ୍‌ଡିଏମ୍‌) ନିର୍ଦ୍ଧାରିତ ସମୟରେ ଗ୍ରହଣ କରି ଛାତ୍ରୀଛାତ୍ରଙ୍କୁ ପରିବେଷଣ କରାଯିବ। ମଧ୍ୟାହ୍ନ ଭୋଜନ ପରିବେଷଣ ପରେ ସେହି ବିଦ୍ୟାଳୟଗୁଡ଼ିକରେ ମଧ୍ୟ ପାଠପଢ଼ା ସ୍ଥଗିତ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି । ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ସୁବିଧାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଜିଲାପାଳଙ୍କ ଆଦେଶକ୍ରମେ ଏହି ନିଷ୍ପତ୍ତି ନିଆଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ

କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ…

ଶେଷ ପର୍ଯ୍ୟାୟରେ ରଥଯାତ୍ରା ପ୍ରସ୍ତୁତି: ଯୋଗ ଦେବେ କନ୍ଧମାଳ ଏମ୍‌ପି

ରାଇକିଆ, ୧୪।୭(ପ୍ରଦିପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋତ୍ସବ ଅନୁଷ୍ଠିତ ହେବା ସହ ମହାପ୍ରଭୁ ଜଗନ୍ନାଥ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି ।…

୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍‌’

ଲସ୍‌ ଆଞ୍ଜେଲସ୍‌, ୧୪।୭: କିଙ୍ଗ୍‌ ଅଫ୍‌ ପପ୍‌ ଭାବେ ପରିଚିତ ମାଇକେଲ୍‌ ଜ୍ୟାକସନ୍‌ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍‌’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ…

ଗୌରୀଙ୍କ ସହ ବିବାହର ୧୦ ଦିନ ଭିତରେ ଗୁଡ୍‌ନ୍ୟୁଜ୍‌ ଦେଲେ ଆମିର, ଖବର ଶୁଣି ସମସ୍ତେ ଚକିତ

ମୁମ୍ବାଇ: ବଲିଉଡ ଅଭିନେତା ଆମିର ଖାନ ଗତ ଜୁଲାଇ ୫ ତାରିଖରେ ନିଜ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କୁ ବିବାହ କରିଛନ୍ତି। ବିବାହ ପରେ ଏହି ନବଦମ୍ପତି ନିଜ…

ଖେଳ ପଡ଼ିଆରେ ଲିଭିଗଲା ଜୀବନ ଦୀପ, ୨୨ ବର୍ଷୀୟ କ୍ରିକେଟରଙ୍କ ମୃତ୍ୟୁ

ଶ୍ରୀନଗର,୧୪।୭: ଜମ୍ମୁ କଶ୍ମୀରର ଡୋଡା ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଭାଦେରୱା ଅଞ୍ଚଳର ୨୨ ବର୍ଷୀୟ କ୍ରିକେଟର ସୁହେଲ ଅହମ୍ମଦ ଜୁଲାଇ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri