ଭଦ୍ରକ ଜିଲାର ସମସ୍ତ ସ୍କୁଲ ବନ୍ଦ

ଭଦ୍ରକ ଅଫିସ,୨୦।୮: ଲଘୁଚାପ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ଭଦ୍ରକ ଜିଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସ୍କୁଲରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ରହିବେ ବୋଲି କୁହାଯାଇଛି।

ଅନ୍ୟପଟେ, ଆଗାମୀ ୬ଘଣ୍ଟାରେ ଗଭୀର ଅବପାତ ଘଣ୍ଟାପ୍ରତି ୧୫କିମି ବେଗରେ ଗତିକରି ଦକ୍ଷିଣ ଝାଡ଼ଖଣ୍ଡ ପାର୍ଶବର୍ତ୍ତୀ ଉତ୍ତର ଓଡିଶା ଅଞ୍ଚଳରେ ଝାରସୁଗୁଡାଠାରୁ ପୂର୍ବଉତ୍ତରପୂର୍ବ ଦିଗରେ ୧୭୦ କି.ମି. ଦୂରରେ କେନ୍ଦ୍ରୀଭୂତ ହେବ। ସେହିପରି ପଶ୍ଚିମଉତ୍ତରପଶ୍ଚିମ ଦିଗରେ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ ଦେଇ ଗତି କରିବା ସହ ଉତ୍ତର ମଧ୍ୟପ୍ରଦେଶ ମୁହାଁ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମିତା ହତ୍ୟା ମାମଲା: ଛାତ୍ରୀନିବାସରେ ପହଞ୍ଚିଲା ପ୍ରଶାସନିକ ଟିମ୍‌

ଭବାନୀପାଟଣା/ଗୋଲାମୁଣ୍ଡା,୩।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): ମମିତା ମେହେର ହତ୍ୟା ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ସୋମବାର ମହାଲିଙ୍ଗ କଲେଜରେ ପହଞ୍ଚତ୍ କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ...

ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା: ବ୍ଲକ ଅଫିସ ଆଗରେ ଗ୍ରାମବାସୀଙ୍କ ଧାରଣା

ମୋରଡା,୨୫ା୧୧(ଡି.ଏନ.ଏ): ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା ପ୍ରତିବାଦରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଘୋଳମୁଁହା ପଞ୍ଚାୟତର ଆଣୁଆ ଗ୍ରାମବାସୀ ଶୁକ୍ରବାର ବ୍ଲକ ଅଫିସ ଆଗରେ...

ପକ୍କା କରୁନି ପ୍ରଶାସନ

ପରିକ୍ଷିତ ସାହୁ ବଇଣ୍ଡା,୨୦।୭ – ନିର୍ବାଚନ ଆସିଲେ ଆସୁଛନ୍ତି ନେତା। ଦେଉଛନ୍ତି ଭଳିକି ଭଳି ପ୍ରତିଶ୍ରୁତି। ଅଭିଯୋଗ ନେଇ ପ୍ରଶାସନ ନିକଟକୁ ଗଲେ କୁହାଯାଉଛି ନିଆଯିବ...

ପ୍ରସୂତି ମହିଳାଙ୍କୁ ମାଡ଼ ମାରିଲେ ଡାକ୍ତର: ସିଡିଏମ୍‌ଓ କହିଲେ ତଦନ୍ତ ହେବ

ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସା ସମୟରେ ପ୍ରସୂତି ମହିଳାମାନଙ୍କୁ ଡାକ୍ତର ଜଣକ ଗାଳିଗୁଲଜ କରିବା...

ନୂଆଗାଁରେ ନିଆରା ବିବାହ: ମାସ୍କ ପିନ୍ଧି ବିବାହ କଲେ ବରକନ୍ୟା

ନୟାଗଡ଼ ଅଫିସ,୨୭ା୪: ବାହାଘର ହେଲା। ହେଲେ ନ ଥିଲା ବାଜା ବାଣ, ରୋଷଣୀ କିମ୍ବା ଭୋଜି ଭାତର ଆସର। ପୁରୋହିତଙ୍କ ମନ୍ତ୍ରଗାନ ମଧ୍ୟ ଶୁଭୁ ନ...

କରୋନାକୁ ମାତ୍‌ ଦେଲା ୨୫ ଦିନର ଶିଶୁ

ଭୁବନେଶ୍ୱର,୧୪।୫ : ୧୦ ଦିନ ଧରି ଭେଣ୍ଟିଲେଟରରେ ଜୀବନ ସହ ସଂଗ୍ରାମ କରିବା ପରେ କରୋନାକୁ ମାତ୍‌ ଦେଇଛି ୨୫ ଦିନର ଶିଶୁକନ୍ୟା। ଉଭୟ ବାପା...

ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ

ବେଗୁନିଆପଡ଼ା,୨୧।୧୨(ଡି.ଏନ.ଏ.): ପୁଣି ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ। ଚୋରା ମଦ କାରବାର ଉପରେ ଚଢାଉ କରି ପୁଣି ଥରେ ମଦ ବେପାରୀଙ୍କ ଆକ୍ରମଣର ଶିକାର ହୋଇଛନ୍ତି ଅବକାରୀ...

କୂଅରୁ ମା’, ପୁଅଙ୍କୁ ଉଦ୍ଧାର: ଅଗ୍ନିଶମ ବାହିନୀଙ୍କୁ ପ୍ରଶଂସା କଲେ ଡିଜି

ଛତ୍ରପୁର,୩୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପୋଡାପଦର ପଞ୍ଚାୟତ ଅଧୀନ କୁମାରବେଗପଲ୍ଲୀ ଗ୍ରାମରେ ରବିବାର ଏକ ଖୋଲା କୂଅ ଭିତରେ ପଡ଼ିଯାଇଥିବା ବୃଦ୍ଧା ମା’ଙ୍କୁ ଉଦ୍ଧାର...

Advertisement
Archives

Model This Week