Posted inଜାତୀୟ

ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ

ନୂଆଦିଲ୍ଲୀ,୪ ।୧୦: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ପୁଣିଥରେ ସ୍କୁଲ ବନ୍ଦର ଅବଧିକୁ ବୃଦ୍ଧି କରାଯାଇଛି । ରବିବାର ଶିକ୍ଷାମନ୍ତ୍ରୀ ମନିଷ ସିସୋଡିଆ କହିଛନ୍ତି ଅକ୍ଟୋବର ଶେଷ ପର୍ଯ୍ୟନ୍ତ ଦିଲ୍ଲୀରେ ସମସ୍ତ ସ୍କୁଲ ବନ୍ଦ ରହିବ । ରାଜଧାନୀ ଦିଲ୍ଲୀରେ କରୋନା ନିୟନ୍ତ୍ରଣ ପାଇଁ ବିଭିନ୍ନ ଉପାୟ ଅବଲମ୍ବନ କରାଯାଇଥିବା ବେଳେ ଏହା ଏପର୍ଯ୍ୟନ୍ତ ଥମିବାର ନାଁ ନେଉନି । ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୨୨୫୮ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୩୪ ଜଣଙ୍କ ମୃତ୍ୟୁ ହୋଇଛି । ହେଲେ ସଂକ୍ରମିତଙ୍କ ତୁଳନାରେ ଆରୋଗ୍ୟ ହାର ବୃଦ୍ଧି ପାଉଥିବାରୁ ଏହା ଲୋକଙ୍କୁ ସାମାନ୍ୟ ଆଶ୍ୱସ୍ତି ପ୍ରଦାନ କରିଛି । ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ଦିଆଯାଇଥିବା ସୂଚନାରୁ ଜଣାପଡିଛି ଏବେ ସୁଦ୍ଧା ଦିଲ୍ଲୀରେ ୨,୮୭,୯୩୦ ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୨,୫୭,୨୨୪ଜଣ ସୁସ୍ଥ ହୋଇ ସାରିଲେଣି । ଏବେ ସେଠାରେ ଆରୋଗ୍ୟ ହାର ୮୯.୪ ଥିବା ବେଳେ ଦିଲ୍ଲୀରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ପହଞ୍ଚିଲାଣି ୫,୪୭୨ରେ ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ମାସ୍କ, ଆଖିରେ କଳା ଚଷମା… ଚେହେରା ଲୁଚାଇ ଦିଲ୍ଲୀରୁ କୋଲକାତା ଫେରିଲେ ସାୟନୀ ଘୋଷ; ଭିଡିଓ ଭାଇରାଲ

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ୱାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ରେ ସୃଷ୍ଟି ହୋଇଥିବା ବିଦ୍ରୋହ ଓ ଦଳଛାଡ଼ିବା ପ୍ରକ୍ରିୟା କ୍ରମାଗତ ଭାବେ…

ଗର୍ଜିଲା ଭାରତ! ହର୍ମୁଜରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପରେ ଆମେରିକାକୁ ଏମିତି କହିଲା…

ନୂଆଦିଲ୍ଲୀ,୧୧।୬: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଗତ କିଛି ଦିନ ଧରି ଓମାନ ଉପକୂଳରେ ଭାରତୀୟ ନାବିକମାନଙ୍କୁ ନେଇଯାଉଥିବା ଜାହାଜଗୁଡ଼ିକୁ ଟାର୍ଗେଟ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ (MEA)…

ଦଳୀୟ କନ୍ଦଳ ମଝିରେ ମମତାଙ୍କୁ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନ! ବଡ଼ ପ୍ରତିଜ୍ଞା କରି କହିଲେ…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ଶତ୍ରୁଘ୍ନ ସିହ୍ନା ଦଳଠୁ ଅଲଗା ହେବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି । ଗୁରୁବାର ସେ କହିଛନ୍ତି ଯେ ମମତା…

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

କଂଗ୍ରେସରେ ବିଲୟ ହେବାକୁ ଯାଉଛି କି ଟିଏମସି? ଘଣ୍ଟା ଘଣ୍ଟା ବୈଠକ ପରେ କ’ଣ ନିଆଗଲା ନିଷ୍ପତ୍ତି ଜାଣନ୍ତୁ

କୋଲକାତା,୧୧।୬: ଦିଲ୍ଲୀରେ କଂଗ୍ରେସ ଦଳର ଏକ ପ୍ରମୁଖ ବୈଠକ ଶେଷ ହୋଇଛି; ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ଏଥିରେ ଉପସ୍ଥିତ ଥିଲେ। ବୈଠକ ସମୟରେ…

କୁଆଡେ ଗଲା ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ରହସ୍ୟମୟ ରିପୋର୍ଟ? ବଡ଼ ବୟାନ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ

କଟକ,୧୧।୬(ପ୍ରଭୁକଲ୍ୟାଣ ପାଲ): ବହୁ ଚର୍ଚ୍ଚିତ କନ୍ଧମାଳ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟ ଗାଏବ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ତଦନ୍ତ…

ବଙ୍ଗ ରାଜନୀତିରେ ହଇଚଇ! ମମତାଙ୍କୁ ବଡ଼ ଝଟ୍‌କା, ପୁତୁରା ଅଭିଷେକଙ୍କ ପାଇଁ ଦଳ ଛାଡ଼ିବେ କି କଲ୍ୟାଣ?

କୋଲକାତା,୧୧।୬: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମସି)କୁ ଝଟକା ପରେ ଝଟକା ଲାଗୁଛି । ମମତାଙ୍କ ନିକଟତମ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ କୁହାଯାଉଥିବା କଲ୍ୟାଣ ବାନାର୍ଜୀ ଏବେ…

ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri