ସବୁ ସିଲ୍‌ ଥିବା ଦୋକାନ ଖୋଲିବ

ଭୁବନେଶ୍ୱର,୧୭।୧୦ (ବ୍ୟୁରୋ): ଭୁବନେଶ୍ୱରରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ସିଲ୍‌ ହୋଇଥିବା ସମସ୍ତ ଦୋକାନ ବଜାର/ବ୍ୟବସାୟିକ ପ୍ରତିଷ୍ଠାନ ଉପରୁ ବିଏମ୍‌ସି କଟକଣା କୋହଳ କରିଛି। ପାର୍ବଣକୁ ଦୃଷ୍ଟିରେ ରଖି ଏସବୁ ଦୋକାନ ଖୋଲିବାକୁ ଘୋଷଣା କରାଯାଇଛି। ହେଲେ ସହରରେ କରୋନା ସଂକ୍ରମଣ ଜାରି ରହିଥିବାରୁ ବ୍ୟବସାୟୀମାନେ ପୂର୍ବଭଳି ସତର୍କତା ଅବଲମ୍ବନ କରିବା ସହ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବା ପରେ ଓ ଗ୍ରାହକଙ୍କ ପ୍ରବେଶ ପୂର୍ବରୁ ବିଶୋଧନ କରିବା ବାଧ୍ୟତାମୂଳକ କରାଯାଇଛି। ସେହିପରି ସାମାଜିକ ଦୂରତ୍ୱ ରକ୍ଷା ସହ କର୍ମଚାରୀମାନେ ମାସ୍କ ପରିଧାନ କରିବାକୁ ପରାମର୍ଶ ଦିଆଯାଇଛି। ଏଥିରେ ଖିଲାପ କଲେ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri