ଦୁଇଦିନ ବନ୍ଦ ରହିବ ବଡ଼ଦାଣ୍ଡର ସମସ୍ତ ଦୋକାନ

ପୁରୀ ଅଫିସ,୩୦।୧୨: ଶନିବାର ଓ ନୂଆବର୍ଷ ରବିବାର ପାଇଁ ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି । ଏ ନେଇ ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ସ୍କୁଲ ପିଲାଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଭିଡକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଜିଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।
ଅନ୍ୟପକ୍ଷେ ଦୁଇଦିନ ପୁରୀ ବଡ଼ ଦାଣ୍ଡରେ ସମସ୍ତ ଦୋକାନ ବନ୍ଦ ରହିବ । ମାର୍କେଟ ଛକ ଠାରୁ ବ୍ୟାରିକେଟ୍‌ ବ୍ୟବସ୍ଥା କରାଯାଇଛି ।
ଶୃଙ୍ଖଳିତ ନୀତି, ଗହଳି ନିୟନ୍ତ୍ରଣ, ଭକ୍ତଙ୍କ ବିଶ୍ରାମ, ପାନୀୟ ଜଳ ଯୋଗାଣ ପାଇଁ ବ୍ୟବସ୍ଥା ହୋଇଛି। ଜିଲାପାଳ ସମର୍ଥ ବର୍ମା ଏହି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ପରିସଂଖ୍ୟାନ କିରାଣି ଗିରଫ

କଟକ ଅଫିସ, ୯ା୧୧: ୧ହଜାର ଟଙ୍କା ଲାଞ୍ଚ ନେଇ ନରସିଂହପୁର ବ୍ଲକ ଅଧୀନ କାନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ପରିସଂଖ୍ୟାନ କିରାଣି ହୃଦାନନ୍ଦ ଲେଙ୍କା ଭିଜିଲାନ୍ସ...

ନୂଆ ଓପିଡି ଖୋଲିବାକୁ ଅପେକ୍ଷା

ବାଲେଶ୍ୱର ଅଫିସ,୨୩ ।୧୧ ବାଲେଶ୍ୱର ରେମୁଣା ଗୋଲେଇ ନିକଟରେ ଏମ୍‌ସ ସାଟେଲାଇଟ୍‌ ସେଣ୍ଟର ଓପିଡି ସେବା ପାଇଁ ନିର୍ମାଣାଧୀନ କୋଠା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆସନ୍ତା...

ବିଜେଡିରେ ଯୋଗଦେଲେ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ

ରାଜନଗର,୮।୧୨: କେନ୍ଦ୍ରପଡା ଜିଲା ରାଜନଗର ବ୍ଲକ କେରେଡାଗଡ ପଞ୍ଚାୟତର ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସକର୍ମୀ ବିଜେଡିରେ ଯୋଗଦେଇଛନ୍ତି। ରବିବାର ସନ୍ଧ୍ୟାରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା।...

‘କମ୍‌ ଲୋକ ପୁରାଣ ପଢ଼ନ୍ତି’

ପିଲାଟି ଦିନରୁ ପୁରାଣ ଉପରେ ଥିଲା ତାଙ୍କର ବିଶେଷ ଆଗ୍ରହ। ତେଣୁ ପାଠ ପଢ଼ିବା ସମୟରୁ ସେ ପୌରାଣିକ ବିଷୟବସ୍ତୁ ଉପରେ ଲେଖାଲେଖି ଆରମ୍ଭ କରିଦେଇଥିଲେ।...

ଟ୍ରକ-ବାଇକ୍‌ ମୁହାଁମୁହିଁ: ଚାଲିଗଲା ବାଇକ୍‌ ଚାଳକଙ୍କ ଜୀବନ

କର୍ଲାମୁଣ୍ଡା/ମଦନପୁର୧୫।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ରିଷି-ରାମପୁର ରାସ୍ତା ପରମାନନ୍ଦପୁର ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଚାଳକଙ୍କ ମୃତ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ...

ଭାଟି ଲାଇସେନ୍ସ ରଦ୍ଦ ପାଇଁ ହେବ ଆବେଦନ: ମିଳିଲା ଚୋରା କାରବାର ଚେର ଘଟଣା

ଅନୁଗୋଳ ଅଫିସ, ୨୬।୪ – ଅନୁଗୋଳ ସହର ଉପକଣ୍ଠରେ ଥିବା କରଡ଼ାଗାଡ଼ିଆ ମଦ ଭାଟିକୁ ବନ୍ଦ କରାଯାଇଥିଲେ ବି ସେଠାରୁ ୪୪୪୦ ଲିଟର ଦେଶୀ ଚୋରା...

ଭଙ୍ଗାଗଲା ପଞ୍ଚମୁଖୀ ହନୁମାନ ମନ୍ଦିର

କଟକ ସଦର,୩।୯ (ଡି.ଏନ.ଏ.): କିଶନନଗର ତହସିଲ ଅଧୀନ ରଟିଲୋସ୍ଥିତ ପଞ୍ଚମୁଖୀ ହନୁମାନ ମନ୍ଦିର ଗୁରୁବାର କଡା ସୁରକ୍ଷା ମଧ୍ୟରେ ଭଙ୍ଗାଯାଇଛି। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା...

୬୨୫ ଶଯ୍ୟା ସହ ଦୁଇ କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ

ଭୁବନେଶ୍ୱର,୨।୪(ବ୍ୟୁରୋ): ଭୁବନେଶ୍ୱର ଓ କଟକରେ ଦୁଇଟି କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ ହୋଇଛି। ଭୁବନେଶ୍ୱରରେ କିମ୍‌ସ ଏବଂ କଟକରେ ଅଶ୍ୱିନୀ ହସ୍ପିଟାଲ ପ୍ରସ୍ତୁତ ହୋଇଛି। କିମ୍‌ସରେ ୫୦୦...

Advertisement
Archives

Model This Week