ଫିକା ପଡ଼ିଲା ସବୁ ପର୍ବ: ଦଶହରା ଭଳି କଟକଣାରେ ହେବ କାଳି ପୂଜା

କଟକ ଅଫିସ, ୯।୧୧: କରୋନା ପାଇଁ ଚଳିତ ବର୍ଷ ପ୍ରାୟ ସବୁ ପୂଜା ପର୍ବ ଫିକା ପଡ଼ିଛି। ଦଶହରାରେ ଯେଉଁପରି କଟକଣା ଲାଗୁ ହୋଇଥିଲା କାଳି ପୂଜାରେ ମଧ୍ୟ ସେହିଭଳି କଟକଣା ଲାଗୁ ହେବ। ଏ ନେଇ କଟକ ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି। ବିଧି ରକ୍ଷା ନିମନ୍ତେ କେବଳ ନିରାଡମ୍ବର ଭାବେ ପୂଜା ପାଳନ କରାଯିବା ସହ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି। ୪ ଫୁଟରୁ ଦେବୀ ମୂର୍ତ୍ତି ଅଧିକ ଉଚ୍ଚତା ହେବ ନାହିଁ। ଏହା ସହ କଡ଼ାକଡ଼ି ଭାବେ ନାଚ, ଗୀତ ବାଣ ଫୁଟାଇବାକୁ ମନା ହୋଇଛି। ଭସାଣ ସମୟରେ ଶୋଭାଯାତ୍ରା ହେବ ନାହିଁ। ସୁରକ୍ଷା ଦାୟିତ୍ୱରେ ୧୫ ପ୍ଲାଟୁନ୍‌ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାନଗହୀର ଶଟ୍‌ଡାଉନ: ଘର ଦୁଆରେ ପହଞ୍ଚୁଛି ଅତ୍ୟାବଶ୍ୟକ ସାମଗ୍ରୀ

ପୁରୀ ଅଫିସ/ପିପିଲି,(ଡି.ଏନ.ଏ.)୬ା୪: ପୁରୀ ଜିଲା ପିପିଲି ବ୍ଲକ ଦାନଗହୀର ଗାଁରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ଅଧିକ ତତ୍ପର ହୋଇପଡିଛି।...

ବିଏସ୍‌ଏନ୍‌ଏଲ୍‌ ଟେଲିଫୋନ ଭବନରେ ଅଗ୍ନିକାଣ୍ଡ

କଟକ ଅଫିସ, ୨୧ା୯: କଟକ ବଜ୍ରକବାଟୀ ରୋଡ୍‌ସ୍ଥିତ ଭାରତୀୟ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) ଭବନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ କୋଟିଏ ଟଙ୍କାର...

ଡେଲିମାର୍କେଟ ଭିଡ ବଢାଉଛି ସଂକ୍ରମଣ ଭୟ

ବଲାଙ୍ଗୀର ଅଫିସ, ୬ା୪: ପଶ୍ଚିମ ଓଡିଶାର କଳାହାଣ୍ଡି ଜିଲାରେ କରୋନା ସଂକ୍ରମିତ ଯୁବକଙ୍କୁ ଚିହ୍ନଟ କରାଯାଇଛି। ଏହା ଜଣାପଡିବା ପରେ ପଶ୍ଚିମ ଓଡିଶାର ବିଭିନ୍ନ ଜିଲାରେ...

ନଦୀରେ ଭାସିଗଲେ ବୃଦ୍ଧା: ୨ ଘଣ୍ଟା ପରେ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୬।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କଣ୍ଟେଇଯୋଡ଼ି ନଦୀରେ ଭାସିଯାଇ ଶୁକ୍ରବାର ସକାଳେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୈଠଡା ପଞ୍ଚାୟତ ଗୁହାଳପୁର...

ପାଟପୁରରେ ପୁଣି ଲଜ୍ୟା: ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ; ଗ୍ରାମର ମୁଖିଆ ଅଟକ

ପାଟପୁର,୯ା୧୨- ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ଏକ ଗାଁରେ ଜଣେ ୬ ବର୍ଷୀୟା ବାଳିକାଙ୍କୁୁ ବଳାତ୍କାର କରାଯାଇଥିବା ରବିବାର ଅଭିଯୋଗ ହୋଇଛି। ଏ ନେଇ...

ଓ.ପି. ଜିନ୍ଦଲ ସ୍କୁଲର ଦଶମ ବାର୍ଷିକ ଉତ୍ସବ: ଲକ୍ଷ୍ୟ ସ୍ଥିରକରି ଅଗ୍ରସର ହେବାକୁ ପରାମର୍ଶ

ଅନୁଗୋଳ ଅଫିସ, ୯।୧ – ଅନୁଗୋଳ ଜିନ୍ଦଲ ନଗରସ୍ଥିତ ଓ.ପି. ଜିନ୍ଦଲ ସ୍କୁଲର ଦଶମ ବାର୍ଷିକ ଉତ୍ସବ ତାରୁଣ୍ୟମ ପାଳିତ ହୋଇଯାଇଛି। ଜେଏସ୍‌ପିଏଲ୍‌ ଓଡ଼ିଶା ମୁଖ୍ୟ...

୩ ପଞ୍ଚାୟତରେ ରନ୍ଧା ଖାଦ୍ୟ ବଣ୍ଟନ

ଆର.ଉଦୟଗିରି,୫ା୪(ଡି.ଏନ.ଏ.)-ସାରା ରାଜ୍ୟରେ କରୋନା ଭଳି ମହାମାରୀକୁ ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ୨୧ ଦିନର ଲକ୍‌ଡାଉନ ଘୋଷଣା କରାଯାଇଛି। ରବିବାର...

କୀଟନାଶକ ପିଇ ମହିଳା ମୃତ, ପୋଲିସର ତଦନ୍ତ ଆରମ୍ଭ

କେନ୍ଦୁଝର,୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ସୁନାପେଣ୍ଠ ପଞ୍ଚାୟତ କଣ୍ଟୁଳା ଗ୍ରାମ ପଙ୍ଗାପଶି ସାହିରେ କୀଟନାଶକ ପିଇ ଶୁକ୍ରବାର ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ...

Advertisement


Archives

Model This Week