ବନ୍ଦ ହେଲା ହୀରାକୁଦ ଡ୍ୟାମର ସବୁ ଗେଟ୍‌

ସମ୍ବଲପୁର,୨।୯: ହୀରାକୁଦ ଡ୍ୟାମର ଜଳସ୍ତରକୁ ଦୃଷ୍ଟିରେ ରଖି ସୋମବାର ସମସ୍ତ ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଖୋଲାଥିବା ୬ଟି ଗେଟ୍‌କୁ ବନ୍ଦ କରାଯାଇଥିବା ନେଇ ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୨.୩୯ ଫୁଟ ରହିଛି।

ସୂଚନା ଯୋଗ୍ୟ, ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧିଛି। ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଅବପାତଟି ଛତିଶଗଡ଼ ମୁହାଁ ହେବା ନେଇ ମଧ୍ୟ ଆକଳନ କରାଯାଇଛି। ଏହାର ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଇତିମଧ୍ୟରେ ଅବପାତର ରୂପ ନେଇଛି। ଏଥିଯୋଗୁ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ଲାଗି ରହିଛି। ଅବପାତଟି କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ଉପକୂଳ ଅଞ୍ଚଳ ଓ ପରେ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବ। ରବିବାର ସନ୍ଧ୍ୟା ସୁଦ୍ଧା ଏହା ବିଶାଖାପାଟଣାରୁ ୯୦ କି.ମି. ଏବଂ ମାଲକାନଗିରିରୁ ୧୨୦ କି.ମି. ଦୂରରେ ରହିଥିବାବେଳେ ସୋମବାର ସୁଦ୍ଧା ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ପରେ ଦୁର୍ବଳ ହୋଇ ଓ୍ବେଲ୍ମାର୍କ ଲୋପ୍ରେସରରେ ପରିଣତ ହେବ। ତେବେ ଏହାର ପ୍ରଭାବରେ ରବିବାର ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ହେଲେ ଜଳସ୍ତରକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ଆବଶ୍ୟକ ଗେଟ୍‌ ଖୋଲିବା ନେଇ ପଦକ୍ଷେପ ନିଆଯିବ ବୋଲି ଡ୍ୟାମ୍‌ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri