Posted inଜାତୀୟ

ଉପରାଜ୍ୟପାଳଙ୍କ ସମସ୍ତ ନିର୍ଦ୍ଦେଶ ଅଣସାମ୍ବିଧାନିକ-ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ,ସିସୋଡିଆଙ୍କ ଅଭିଯୋଗ…

ନୂଆଦିଲ୍ଲୀ,୪।୧୦ : ଦିଲ୍ଲୀ ସରକାର ଏବଂ ଉପରାଜ୍ୟପାଳଙ୍କ ମଧ୍ୟରେ ବିବାଦ ବଢ଼ିିବାରେ ଲାଗିଛି। ବର୍ତ୍ତମାନ ଦିଲ୍ଲୀ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଉପରାଜ୍ୟପାଳ ବିନୟ କୁମାର ସାକ୍ସେନାଙ୍କୁ ଏକ ଚିଠି ଲେଖି ତାଙ୍କ ବିରୋଧରେ ଏକ ବଡ ଅଭିଯୋଗ ଆଣିଛନ୍ତି ଯେ ତାଙ୍କର ସମସ୍ତ ଆଦେଶ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ।

ଚିଠିରେ ସେ ଉଲ୍ଲେଖ କରିଛନ୍ତି ଉପରାଜ୍ୟପାଳ ନିର୍ବାଚିତ ସରକାରକୁ ବାଇପାସ କରୁଛନ୍ତି। ସମସ୍ତ ତଦନ୍ତ ବେଆଇନ ଏବଂ ଅଣସାମ୍ବିଧାନିକ ବୋଲି ସେ କହିଛନ୍ତି।

ସେ କହିଛନ୍ତି ଯେ ଜମି, ପୋଲିସ, ପବ୍ଲିକ ଅର୍ଡର ଏବଂ ସେବା ବ୍ୟତୀତ ଅନ୍ୟ କୌଣସି ପ୍ରସଙ୍ଗରେ ନିର୍ଦ୍ଦେଶ ଦେବାର ଅଧିକାର ଆପଣଙ୍କର ନାହିଁ। ଏପର୍ଯ୍ୟନ୍ତ କୌଣସି ଅନୁସନ୍ଧାନରେ କିଛି ବାହାରି ନାହିଁ। ମୁଁ ଆପଣଙ୍କୁ ଅନୁରୋଧ କରୁଛି ସମ୍ବିଧାନ ଅନୁଯାୟୀ କାର୍ଯ୍ୟ କରନ୍ତୁ । ଏବେ ସିସୋଡିଆଙ୍କ ଚିଠି ନେଇ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri