ଏସବୁ ଜିଲାରୁ ଭୁବନେଶ୍ୱର ଆସିଲେ ୧୪ ଦିନ କ୍ୱାରାଣ୍ଟାଇନ

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ଏଣିକି ଗଞ୍ଜାମ, କଟକ, ବାଲେଶ୍ୱର, ଗଜପତି, ଯାଜପୁର ଜିଲାରୁ ଭୁବନେଶ୍ୱର ବସ୍ତି ଅଞ୍ଚଳକୁ ଆସିଲେ ୧୪ ଦିନ ସରାକରୀ କ୍ୱାରାଣ୍ଟାଇନ ରହିବାକୁ ପଡ଼ିବ।

କରୋନା ସଂକ୍ରମଣକୁ ରୋକିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି। ଯଦି କୌଣସି ଲୋକ ଏସବୁ ଜିଲାରୁ ଆସନ୍ତି ସେମାନଙ୍କୁ ସର୍ଭେଲାନ୍ସ ଟିମ ଧରିବ । ପରେ ସେମାନଙ୍କୁ କ୍ୱାରାଣ୍ଟାଇନ ପଠାଯିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖାତାକୁ ଗଲା ସିଏମ୍‌ କିଷାନ ଯୋଜନା ଟଙ୍କା, ଗଞ୍ଜାମର ଏତିକି ଚାଷୀ ପାଇଲେ…

ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ରବି ଋତୁ ୨୦୨୬-୨୭ ପାଇଁ ‘ମୁଖ୍ୟମନ୍ତ୍ରୀ କିଷାନ…

ଛାତ୍ରୀଛାତ୍ରଙ୍କ ଦୁର୍ଘଟଣା ସହାୟତାକୁ ନେଇ ଆସିଲା ନୂଆ ନିର୍ଦ୍ଦେଶାବଳୀ: ମୃତ୍ୟୁ ଘଟିଲେ ମିଳିବ…

ଭୁବନେଶ୍ୱର,୪।୯: ଛାତ୍ରୀଛାତ୍ରଙ୍କ ଦୁର୍ଘଟଣାଜନିତ ସମସ୍ୟାରେ ସହାୟତା ପ୍ରଦାନକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ର ଏହି ବ୍ୟବସ୍ଥାରେ…

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ: ମନ ମୋହିଲା କୁନିକୁନି ପିଲାଙ୍କ ରାଧାକୃଷ୍ଣ ବେଶ

ଗଞ୍ଜାମ,୪ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ କୁନି ଶିଶୁମାନଙ୍କ ରାଧାକୃଷ୍ଣଙ୍କ ବେଶ…

୧୫୦୦ କିଲୋଗ୍ରାମ ପ୍ରସାଦ ସହ ୫୦୦ରୁ ଅଧିକ ବ୍ୟଞ୍ଜନର ନୈବେଦ୍ୟ, ଜନ୍ମାଷ୍ଟମୀ ପାଇଁ ନୋଏଡାରେ ସ୍ବତନ୍ତ୍ର ବ୍ୟବସ୍ଥା

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ, ନୋଏଡାର ମନ୍ଦିରଗୁଡ଼ିକ ଭକ୍ତି, ମହିମା ଏବଂ ରାନ୍ଧଣା ଆନନ୍ଦର ଏକ ଅନନ୍ୟ ମିଶ୍ରଣ ଦେଖିବେ। କିଛି ସ୍ଥାନରେ, ଭଗବାନ ଶ୍ରୀକୃଷ୍ଣଙ୍କ…

ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପଦସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର…

ଜଗନ୍ନାଥପ୍ରସାଦରେ ଚାଞ୍ଚଲ୍ୟ; ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଜଗନ୍ନାଥପ୍ରସାଦ,୪।୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଞ୍ଚଭୂତି ଗ୍ରାମର ଖଦାଳ ସାହିରେ ଅଭାବନୀୟ ଘଟଣା ଘଟିଯାଇଛି । ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁକୁ…

ଲ୍ୟାଣ୍ଡିଂ ବେଳେ ଫେଲ୍‌ ହେଲା ବ୍ରେକ୍‌ : ସିଧା ଯାଇ ଖୁଣ୍ଟରେ ପିଟିହେଲା ଇଣ୍ଡିଗୋ ବିମାନ, ତା’ପରେ…

ଶ୍ରୀନଗର,୪।୯: ମୁମ୍ବାଇରୁ ଶ୍ରୀନଗର ପହଞ୍ଚିଥିବା ଇଣ୍ଡିଗୋର ବିମାନ 6E 225 ଲ୍ୟାଣ୍ଡିଂ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଲ୍ୟାଣ୍ଡିଂ ପରେ ବିମାନଟି ପାର୍କିଂ ବେ’ ଆଡ଼କୁ ଯାଉଥିବା ସମୟରେ…

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri