Posted inଖେଳ

ଘରେ ବିମାନ ରଖିଛନ୍ତି ଏହିସବୁ କ୍ରିକେଟର୍‌

ବିସିସିଆଇ ବିଶ୍ୱର ସବୁଠୁ ଧନୀ କ୍ରିକେଟ ବୋର୍ଡ ଭାବେ ପରିଚିତ। ଅନ୍ୟ ଦେଶର କ୍ରିକେଟ ଖେଳାଳିଙ୍କ ତୁଳନାରେ ଭାରତୀୟ କ୍ରିକେଟରମାନେ ସବୁଠୁ ଅଧିକ ପାରିଶ୍ରମିକ ନେଇଥାନ୍ତି। ତେଣୁ ଭାରତୀୟ କ୍ରିକେଟରମାନେ ଧନୀ ହେବା ସ୍ବାଭାବିକ। ଭାରତରେ ଏମିତି ୪ କ୍ରିକେଟର ଅଛି ଯେଉଁମାନଙ୍କ ପାଖରେ ନିଜସ୍ବ ବିମାନ ରହିଛି।
କପିଳ ଦେବ
ଭାରତୀୟ ଦଳର ପୂର୍ବତନ ଅଲରାଉଣ୍ଡର କପିଳ ଦେବଙ୍କ ପାଖରେ ବେସରକାରୀ ବିମାନ ରହିଛି।

ସଚିନ ତେନ୍ଦୁଲକର
କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ୨୬୦ କୋଟି ଟଙ୍କା ଦେଇ ଏକ ନିଜସ୍ବ ବିମାନ କିଣିଛନ୍ତି।

ମହେନ୍ଦ୍ର ସିଂ ଧୋନୀ
ଭାରତୀୟ କ୍ରିକେଟ ସଫଳତମ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ମଧ୍ୟ ନିଜସ୍ବ ବିମାନ କିଣିଛନ୍ତି।

ବିରାଟ କୋହଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନିକଟରେ ଏକ ବିମାନ କିଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଷ୍ଟ୍ରେଲିଆ ପୁରୁଷ, ମହିଳା ଟି୨୦ ଦଳକୁ ସମାନ ପୁରସ୍କାର ରାଶି ମିଳିବ

ସିଡନୀ, ୧୫।୧୦(ଏଏଫ୍‌ପି)- କ୍ରିକେଟ ଅଷ୍ଟ୍ରେଲିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଆସନ୍ତାବର୍ଷ ଘରୋଇ ପରିବେଶ୍‌ରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ଉଭୟ ପୁରୁଷ...

ଇଣ୍ଡିଆନ ସୁପରଲିଗ୍‌: ଜାମସେଦପୁରକୁ ହରାଇ ତୃତୀୟରେ ଗୋଆ

ଫତୋର୍ଦା, ୧୫।୧: ଜର୍ଜ ଓର୍ଟିଜ୍‌ଙ୍କ ଡବଲ ଗୋଲ ବଳରେ ଗୋଆ ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ଗୁରୁବାର ଅନୁଷ୍ଠିତ ମ୍ୟାଚରେ ଜାମସେଦପୁର ଏଫ୍‌ସିକୁ ୩-୦ରେ ପରାସ୍ତ...

ସମୟ ପାଇଲେ ଏହି ବହି ପଢୁଛନ୍ତି କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରେ ଅଛନ୍ତି। ପ୍ରଥମ ଟେଷ୍ଟରେ ଭାରତ ବିଜୟ ହାସଲ କରିଥିବାବେଳେ ଦ୍ୱିତୀୟ ଟେଷ୍ଟ ହାତେଇବା...

ଟେନିସ କୋର୍ଟକୁ ଫେରିବେ ସାନିଆ

ମୁମ୍ବାଇ,୨୮।୧୧- ଭାରତୀୟ ଷ୍ଟାର ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ଆସନ୍ତା ବର୍ଷ ୨୦୨୦ ଜାନୁୟାରୀରେ ହବାର୍ଟ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତାରେ କୋର୍ଟକୁ ଫେରିବେ। ଏ ନେଇ...

ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ ଓ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଦାନ କଲେ ବିରୁଷ୍କା

ମୁମ୍ବାଇ: ଦେଶରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ୍‌ କରିଛନ୍ତି। ଏଥିସହ କରୋନା ବିରୋଧରେ ଜାରି...

‘କ୍ଷତାକ୍ତ ସତ୍ତ୍ୱେ ବ୍ୟାଟିଂ କରିଥିଲେ ଓ୍ବାଟ୍‌ସନ’

ନୂଆଦିଲ୍ଲୀ, ୧୫।୫(ପି.ଟି.)- ଆଇପିଏଲ୍‌ ଫାଇନାଲରେ ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ରୋମାଞ୍ଚକ ଭାବେ ୧ ରନରେ ପରାସ୍ତ କରି ରୋହିତ୍‌ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ...

‘ଆଇଏସଏଲରେ ଶ୍ରେଷ୍ଠ ପ୍ରଦର୍ଶନ ପ୍ରଥମ ଲକ୍ଷ୍ୟ’

ଶୁଭମ୍‌ ଷଡ଼ଙ୍ଗୀ, ଜାତୀୟ ଫୁଟବଲରେ ଏବେ ଏକ ପରିଚିତ ନାମ। ପୂର୍ବରୁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସଏଲ)ରେ ଦିଲ୍ଲୀ ଡାଇନାମସ ପକ୍ଷରୁ ଖେଳି ଆସିଥିଲେ ଏହି...

ଖେଲୋ ଇଣ୍ଡିଆ ଜୁଡ଼ୋ ପ୍ରତିଭା ବାଛିବେ କନ୍ଦନ

ଭୁବନେଶ୍ୱର, ୧୫।୧(କ୍ରୀଡ଼ା ପ୍ରତିନିଧି)- କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଆରମ୍ଭ ହୋଇଥିବା ଖେଲୋ ଇଣ୍ଡିଆ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମରେ ଜୁଡୋ ପ୍ରତିଭା ଅନ୍ବେଷଣ ଦାୟିତ୍ୱ ପାଇଛନ୍ତି...

Play 250+ Trending Games
Archives

Model This Week

Why Dharitri