ମୁଖ୍ୟମନ୍ତ୍ରୀଙ୍କ ହାତରେ ରହିଲା ଏସବୁ ବିଭାଗ

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ୧୨ ତାରିଖରେ ଶପଥ ନେଇଥିବା ବେଳେ ଆଜି ତାଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିବା ନୂଆ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରିଛନ୍ତି। ଏଥିସହିତ କିଛି ବିଭାଗ ମୁଖ୍ୟମନ୍ତ୍ରୀ ନିଜ ହାତରେ ମଧ୍ୟ ରଖିଛନ୍ତି। ଏହି ବିଭାଗ ମଧ୍ୟରେ ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସମ୍ପଦ, ଯୋଜନା ଓ ସମନ୍ବୟ, ଅର୍ଥ (ଆବଣ୍ଟିତ ନ ହୋଇ ଥିବା ଅନ୍ୟ ବିଭାଗ) ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri