ଭାଲେଣ୍ଟାଇନ୍ସ ଡେ’ରେ ବିବାହ କରିଛନ୍ତି ଏହିସବୁ ପ୍ରସିଦ୍ଧ ଅଭିନେତା

ଫେବୃୟାରୀ ୧୪କୁ ବିଶ୍ୱର ଅନେକ ଦେଶରେ ପ୍ରେମ ଦିବସ ବା ଭାଲେଣ୍ଟାଇନ୍ସ ଡେ’ ପାଳନ କରାଯାଏ। ଏହି ଦିନଟି ପ୍ରେମର ଅଭିବ୍ୟକ୍ତିର ଦିନ ବୋଲି କୁହାଯାଏ। ଅନେକ ପ୍ରସିଦ୍ଧ ସେଲିବ୍ରିଟି ଅଛନ୍ତି ଯେଉଁମାନେ ଭାଲେଣ୍ଟାଇନ୍ସ ଡେ’ରେ ବିବାହ କରିଥିଲେ। ସଞ୍ଜୟ ଦତ୍ତଙ୍କ ଠାରୁ ଅର୍ଶଦ ୱାର୍ସିଙ୍କ ପର୍ଯ୍ୟନ୍ତ ଅଭିନେତାମାନେ ଭାଲେଣ୍ଟାଇନ୍ସ ଡେ’ ସ୍ମୃତି କରିବାକୁ ସେହି ବିବାହ କରିଥିଲେ।
ଅଭିନେତା ସଞ୍ଜୟ ଦତ୍ତ ତିନିଥର ବିବାହ କରିଛନ୍ତି। ତାଙ୍କର ପ୍ରଥମ ସ୍ତ୍ରୀ ରିଚା ଶର୍ମାଙ୍କ ମୃତ୍ୟୁପରେ ସଞ୍ଜୟ ଦତ୍ତ ଫେବୃୟାରୀ ୧୪, ୧୯୮୮ରେ ରିୟା ପିଲ୍ଲାଇଙ୍କୁ ବିବାହ କରିଥିଲେ। କିଛି ବର୍ଷ ପରେ ସଞ୍ଜୟ ଏବଂ ରିୟାଙ୍କ ଛାଡପତ୍ର ହୋଇଥିଲା। ରିୟାଙ୍କଠାରୁ ଅଲଗା ହେବା ପରେ ସଞ୍ଜୟ ୨୦୦୮ରେ ମାନ୍ୟତା ଦତ୍ତଙ୍କୁ ବିବାହ କରିଥିଲେ।

ଅଭିନେତା ଅର୍ଶଦ ୱାର୍ସି ମଧ୍ୟ ଭାଲେଟାଇନ୍ସ ଡେ’ରେ ବିବାହ କରିଥିଲେ। ଅର୍ଶଦ ୱାର୍ସିଙ୍କ ସ୍ତ୍ରୀଙ୍କ ନାମ ମାରିଆ ଗୋରେଟି।

ଅନେକ ଟିଭି ସିରିଏଲ, ୱେବ ସିରିଜ ଏବଂ ଚଳଚ୍ଚିତ୍ରରେ କାମ କରିଥିବା ରାମ କପୁର ତାଙ୍କ ସହ-ଅଭିନେତ୍ରୀ ଗୌତମୀଙ୍କୁ ୧୪ ଫେବୃୟାରୀ ୨୦୦୩ରେ ବିବାହ କରିଥିଲେ।

ଅଭିନେତ୍ରୀ ମନ୍ଦିରା ବେଦୀ ୧୪ ଫେବୃୟାରୀ ୧୯୯୯ରେ ରାଜ କୌଶଲଙ୍କୁ ବିବାହ କରିଥିଲେ। ୨୦୨୧ ମସିହାରେ ରାଜଙ୍କ ଦେହାନ୍ତ ହୋଇଛି।

ପ୍ରସିଦ୍ଧ ଅଭିନେତ୍ରୀ ମମତାଜଙ୍କ ପୁଅ ଅଭିନେତା ରୁସଲାନ ମମତାଜ ୪ ଫେବୃୟାରୀ ୨୦୧୪ ରେ ଅଭିନେତ୍ରୀ ନିରାଲି ମେହେଟ୍ଟାଙ୍କ ସହ କୋର୍ଟରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?