ଏସବୁ ସମସ୍ୟା ଦୂର କରେ କଳାଜିରା

ସାଧାରଣତଃ କଳାଜିରା ଖାଦ୍ୟର ସ୍ବାଦ ବୃଦ୍ଧି ପାଇଁ ବ୍ୟବହାର କରାଯାଇଥାଏ। ମାତ୍ର ଏହାର ବହୁ ଉପକାରୀ ଗୁଣ ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦିଅନ୍ତି। ତେବେ ଆସନ୍ତୁ ଜାଣିବା ଏ ସମ୍ପର୍କରେ…

୧. ଥଣ୍ଡା,କାଶ, କଫ ଦୂର ପାଇଁ କଳାଜିରା ବହୁ ଲାଭଦାୟକ। ଅଳ୍ପ କିଛି କଳା ଜିରାକୁ ଭାଜି ତାହାକୁ କପଡ଼ାରେ ବାନ୍ଧି ଶୁଙ୍ଘିଲେ ଏସବୁ ସମସ୍ୟା ଦୂର ହୋଇଥାଏ।

୨. କଳାଜିରା ହଜମ ପ୍ରକ୍ରିୟାରେ ମଧ୍ୟ ସହାୟକ ହୋଇଥାଏ। ଏଥିରେ ଆଣ୍ଟି ମାଇକ୍ରୋବିୟଲ ନାମକ ଏକ ତତ୍ତ୍ୱ ରହିଛି। କିଛି କଳାଜିରା ଖାଇଲେ ପେଟ ଯନ୍ତ୍ରଣାରୁ ମୁକ୍ତି ମିଳିଥାଏ।

୩. ମୁଣ୍ଡ ବିନ୍ଧା ସମୟରେ କିଛି କଳା ଜିରାକୁ ସୋରିଷ ତେଲରେ ପକାଇ ଗରମ କରି ମୁଣ୍ଡରେ ମାଲିସ କଲେ ମୁଣ୍ଡ ବିନ୍ଧା କମି ଯାଇଥାଏ। ସେହିପରି ଦାନ୍ତ ବିନ୍ଧୁଥିବା ବେଳେ ମଧ୍ୟ ଗରମ ପାଣିରେ ଏହାର ତେଲ କିଛି ବୁନ୍ଦା ପକାଇ କୁଳି କଲେ ଉପଶମ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଇବ୍ରୋ ଟ୍ରେଣ୍ଡ

ଫ୍ୟାଶନରେ ଅପଡେଟ୍‌ ରହିବାକୁ ସମସ୍ତେ ପସନ୍ଦ କରନ୍ତି। ସେଥିପାଇଁ ସବୁବେଳେ ନୂଆ ନୂଆ ଫ୍ୟାଶନ ଡିଜାଇନ୍‌ ଆପଣେଇବାକୁ ଚାହାନ୍ତି। ଡ୍ରେସ ହେଉ କି ହେୟାର ଷ୍ଟାଇଲ୍‌...

ବିଶ୍ୱ ହାତଧୁଆ ଦିବସ: ଜାଣନ୍ତୁ ଏହାକୁ ପାଳନ କରିବାର ଉଦ୍ଦେଶ୍ୟ

ପ୍ରତିବର୍ଷ ଅକ୍ଟୋବର ୧୫ରେ ପାଳନ କରାଯାଉଛି ବିଶ୍ୱ ହାତଧୁଆ ଦିବସ। ଏହାକୁ ପାଳନ କରିବାର ଉଦ୍ଦେଶ୍ୟ ହେଉଛି, ଦୈନନ୍ଦିନ କାର୍ଯ୍ୟ କରିବା ପୂର୍ବରୁ ଏବଂ ପରେ...

ଆମ ସାଥୀ ଜିପିଏସ୍‌

ଦିନ ଥିଲା ଅଧିକାଂଶ ମହିଳାଙ୍କୁ କୌଣସି କାର୍ଯ୍ୟରେ ବାହାରକୁ ଯିବା ପାଇଁ ପରିବାର ସଦସ୍ୟଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା। ଅତ୍ୟାବଶ୍ୟକ ସ୍ଥଳେ ଏକାକୀ କୌଣସି...

ଏଭଳି ଭୁଲ ମଣିଷକୁ କରିଦିଏ ବରବାଦ

ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜି ବି ସମୟରେ ବେଶ ପ୍ରାସଙ୍ଗିକ। ନିଜର ନୀତି ଯୋଗୁ ସେ ଜଣେ ସାଧାରଣ ବାଳକଙ୍କୁ ସମ୍ରାଟ କରିପାରିଥିଲେ।...

ଘର ଝାଡୁ କରିବା-ରଖିବା ସମୟରେ କରୁନାହାନ୍ତି ତ ଏଭଳି ଭୁଲ: ମାଡ଼ି ଆସିବ ଦରିଦ୍ରତା

ପ୍ରତ୍ୟେହ ସକାଳେ ଏବଂ ଅପରାହ୍ନରେ ଘର ଝାଡ଼ୁ କରାଯାଏ। ଏହି ଝାଡ଼ୁକୁ ନେଇ ଅନେକ ବାସ୍ତୁଗତ ସମସ୍ୟା ରହିଛି। ଯେପରିକି ଝାଡ଼ୁକୁ ଓଲଟା ରଖିବା ଠିକ୍‌...

ପାଠପଢ଼ା ଆଗ୍ରହକୁ ସକ୍ରିୟକରେ ବ୍ୟାୟାମ

ବ୍ୟାୟାମ ଆମ ଶରୀର ପାଇଁ କେତେ ଉପକାରୀ ତାହା କହିବା ସହଜ ନୁହେଁ। ଆଜିକାଲି ଅନେକେ ଏହାକୁ ନିଜର ଦୈନନ୍ଦିନ ଜୀବନଶୈଳୀରେ ସାମିଲ କରିଥିବା ଦେଖିବାକୁ...

ଖାଇବା ପରେ..

ଖାଇବା ପରେ ଏପରି କାମ କରନ୍ତୁ ନାହିଁ, ଯାହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିବ । ଜାଣନ୍ତୁ ସେ ସମ୍ପର୍କରେ… ଆମେ ଖାଦ୍ୟ ଖାଇବା...

ହାର୍ଟ ଷ୍ଟ୍ରୋକରୁ ଦୂରେଇ ରହିବାକୁ ଚାହୁଁଛନ୍ତି ; ସପ୍ତାହରେ ୨ ଥର ପିଅନ୍ତୁ ଏହି ଜୁସ୍‌…

ଖାଦ୍ୟପେୟରେ ଅନିୟମିତତାଯୋଗୁ କେତେକଙ୍କଠାରେ ହାର୍ଟ ଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୨-୩ଥର ଡାଳିମ୍ବ ଜୁସ୍‌ ପିଇଲେ ଏହା ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରିଥାଏ। ଏହା...

Advertisement
Archives

Model This Week