୨୦୨୪ରେ ଏସବୁ ଜିନିଷ ଗୁଗଲରେ ଅଧିକ କରାଯାଇଛି ସର୍ଚ୍ଚ, ଟ୍ରେଣ୍ଡରେ ରହିଛି ଆମ୍ବ ଆଚାର

ନୂଆଦିଲ୍ଲୀ,୧୦।୧୨: ଚଳିତ ବର୍ଷ ଇଣ୍ଟରନେଟ୍‌ରେ ଅଧିକ ସର୍ଚ୍ଚ କରାଯାଇଥିବା ଜିନିଷକୁ ଗୁଗଲ ଜାରି କରିଛି। ୨୦୨୪ରେ ସବୁଠାରୁ ଅଧିକ ସର୍ଚ୍ଚ କରାଯାଇଥିବା ବିଷୟ ଓ ଜିନିରେ ବିବରଣୀ ବିଷୟରେ ଏଥିରେ ତଥ୍ୟ ଦିଆଯାଇଛି। ଭାରତୀୟ ୟୁଜର୍ସମାନେ ଇଣ୍ଟରନେଟରେ ଫିଲ୍ମ, କ୍ରିକେଟ ଓ ଲୋକପ୍ରିୟ ମିମସ୍‌ ସହିତ ଯାତ୍ରାସ୍ଥଳୀ ଏବଂ ବିଶେଷ ଖାଦ୍ୟବ୍ୟଞ୍ଜନ ବିଷୟରେ ମଧ୍ୟ ସର୍ଚ୍ଚ କରିଛନ୍ତି।

ଚଳିତ ବର୍ଷ ଗୁଗଲ ଦ୍ୱାରା ଭାରତୀୟ ୟୁଜର୍ସ କ୍ରିକେଟ୍‌ ସମ୍ବନ୍ଧୀୟ ସୂଚନା ଅଧିକ ସର୍ଚ୍ଚ କରିଛନ୍ତି। ଯତା ଇଣ୍ଡିଆନ ପ୍ରିମିୟର ଲିଗ୍‌ ଓ ଟିଟ୍ବେଣ୍ଟି ୨୦ ଓ୍ବାଲର୍‌ଡକପ୍‌। ଏଥିସହ ନିର୍ବାଚନ ଫଳାଫଳ ୨୦୨୪ ସ ଅଲମ୍ପିକ୍ସ ସମ୍ବନ୍ଧୀୟ ସୂଚନା ମଧ୍ୟ ବହୁଳ ଭାବରେ ସର୍ଚ୍ଚ କରାଯାଇଛି। ସେହିପରି ଫିଲ୍ମ ମଧ୍ୟରେ ଅଧିକ ସ୍ତ୍ରୀ ୨, କଳକୀ ୨୮୯୮ ଏଡି, 12th ଫେଲ୍‌, ଲାପତା ଲେଡିଜ ଇତ୍ୟାଦି ରହିଛି। ସେହିପରି ଟିଭି ଶୋ’ ମଧ୍ୟରୁ ହୀରାମଣ୍ଡି, ମିର୍ଜାପୁର, ବିଗବସ୍‌ ଇତ୍ୟାଦି ସର୍ଚ୍ଚ କରାଯାଇଛି।

ଏହିକ୍ରମରେ ଲୋକପ୍ରିୟ ବ୍ୟଞ୍ଜନ ମଧ୍ୟରେ ଲୋକେ ଅଧିକ ଆମ୍ବ ଆଚାର ଇଣ୍ଟରନେଟରେ ସର୍ଚ୍ଚ କରିଛନ୍ତି। ସେହିପରି ଯାତ୍ରାସ୍ଥଳୀ ପାଇଁ ଲୋକେ ଅଧିକ ଅଜୈରବାଇଜାନ, ବାଲି ସ ମନାଲିକୁ ସର୍ଚ୍ଚ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri