ଘରେ ସୁଖ-ସମୃଦ୍ଧି ଆଣିଥାଏ ଏସବୁ ଗଛ; ଲଗାଇଲେ ଆପଣାଛାଏଁ ଦୂର ହୁଏ ସମସ୍ୟା

ଘରେ ସୁଖ ଏବଂ ସମୃଦ୍ଧି ଲାଗି ରହୁ। ଟଙ୍କା ପଇସାର ଅଭାବ କେବେ ନ ରହୁ ବୋଲି ସମସ୍ତେ ଚାହାନ୍ତି। ଏଥିପାଇଁ ଦିନରାତ୍ରୀ ପରିଶ୍ରମ କରିବାକୁ ମଧ୍ୟ ପଛାଇ ନ ଥାନ୍ତି। ହେଲେ ଯଦି ଜଣେ ସମସ୍ତ ପ୍ରଚେଷ୍ଠା ସତ୍ତ୍ୱେ ଅସୁବିଧାର ସମ୍ମୁଖୀନ ହେଉଥାଏ। ତେବେ ବାସ୍ତୁ ଅନୁଯାୟୀ କିଛି ଉପାୟ କରିବା ଉଚିତ। ବାସ୍ତୁ ଅନୁଯାୟୀ ଘରେ ଅଥବା ଅଫିସରେ କିଛି ଗଛ ଲଗାଇବା ଦ୍ୱାରା ଜୀବନରେ ସୁଖ ଓ ଶାନ୍ତି ଆସିଥାଏ। ସେଭଳି କିଛି ଗୁଡ୍‌ ଲକ୍‌ ଗଛ ବିଷୟରେ ଜାଣନ୍ତୁ।

ଆଲୋଭେରା ଗଛ: ଏହାକୁ ଅତ୍ୟନ୍ତ ଶୁଭ ବୋଲି କୁହାଯାଏ। ସ୍ବାସ୍ଥ୍ୟଗତ ଦୃଷ୍ଟିରୁ ମଧ୍ୟ ଏହା ଉପାଦେୟ। ଚାକିରି ମିଳିବା ଅଥବା କର୍ମକ୍ଷେତ୍ରରେ କୌଣସି ସମସ୍ୟା ଉପୁଜୁଥିଲେ ଏହି ଗଛକୁ ଘରେ ଲଗାନ୍ତୁ। ଫଳରେ ଏହି ସମସ୍ୟା ଦୂର ହୋଇଯିବ। ଏହାକୁ ଯେକୌଣସି ସ୍ଥାନରେ ଲଗାଇ ପାରିବେ।

ହଳଦୀ ଗଛ: ହଳଦୀ ଗଛ ସ୍ବାସ୍ଥ୍ୟପାଇଁ ଯେତିକି ଭଲ, ତା’ଠାରୁ ଅଧିକ ଏହାର ଧାର୍ମିକ ମାନ୍ୟତା ରହିଛି। ଏହାକୁ ଲଗାଇଲେ ବ୍ୟକ୍ତିର ବୃହସ୍ପତି ଗ୍ରହ ମଜଭୂତ ହୋଇଥାଏ ଏବଂ ବିବାହକୁ ନେଇ ଉପୁଜୁଥିବା ସମସ୍ୟା ଆପଣାଛାଏ ଦୂର ହୋଇଯାଏ। ଏପରିକି ଘରେ ଥିବା ନକରାତ୍ମକ ଉର୍ଜାକୁ ଏହା ସମାପ୍ତ କରିଥାଏ।

ବାଉଁଶ ଗଛ: ପେଙ୍ଗସୁଇରେ ବାଉଁଶଗଛ ଲଗାଇବାକୁ କୁହାଯାଇଥାଏ। ଏହାକୁ ଲଗାଇଲେ ଦୁର୍ଭାଗ୍ୟ ଦୂର ହୁଏ। ଘରେ ଥିବା ନକରାତ୍ମକ ଶକ୍ତି ଚାଲିଯାଇଥାଏ। ଏହାଛଡ଼ା ଯଶ, କୀର୍ତ୍ତି, ସ୍ବାସ୍ଥ୍ୟ ଏବଂ ସୌଭାଗ୍ୟ ବୃଦ୍ଧି ପାଇଥାଏ।

ତୁଳସୀ ଗଛ: ଔଷଧିୟ ଗୁଣରେ ଭରପୁର ଥାଏ ତୁଳସୀ ଗଛ। ଏଥିସହ ଭାଗ୍ୟ ବଦଳାଇବାର ଶକ୍ତି ମଧ୍ୟ ଏହି ଗଛର ଥାଏ। ଏହାକୁ ଘରର ଯେକୌଣସି ସ୍ଥାନରେ ଲଗାଇପାରିବେ। ଏହାକୁ ଲଗାଇଲେ ନକରାତ୍ମକ ଶକ୍ତି ଦୂର ହୋଇ ସକରାତ୍ମକ ଉର୍ଜା ବ୍ୟାପି ଥାଏ। ବାସ୍ତୁ ବିଜ୍ଞାନ ଅନୁସାରେ ଏହାକୁ ଉତ୍ତର ପୂର୍ବ ଏବଂ ଉତ୍ତର ଦିଗରେ ଲଗାଇଲେ ଅଧିକ ଶୁଭ ଫଳ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri