ଏସବୁ ଖାଦ୍ୟ ନବଦମ୍ପତିଙ୍କୁ ମନା…

କର୍ନଫ୍ଲେକ୍ସକୁ ଅଧିକାଂଶଙ୍କ ପାଇଁ ଏକ ଲୋକପ୍ରିୟ ଖାଦ୍ୟ। ଏହାକୁ ଖାଇଲେ ମେଦବହୁଳତାରୁ ମୁକ୍ତି ମିଳେ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ତେବେ ଟରୋଣ୍ଟୋ ବିଶ୍ୱବଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ନବ ଦମ୍ପତିଙ୍କୁ କର୍ନଫ୍ଲେକ୍ସ ଖାଇବାକୁ ମନା କରାଯାଇଛି। ପୁରୁଷ ଓ ମହିଳାଙ୍କ ମଧ୍ୟରେ ବଢୁଥିବା ସେକ୍ସଡ୍ରାଇଭକୁ ନିୟନ୍ତ୍ରଣ କରିବା ପାଇଁ କର୍ନଫ୍ଲେକ୍ସ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହା ଖାଇବା ଦ୍ୱାରା ସେକ୍ସ ହରମୋନ୍‌ ଟେଷ୍ଟୋଷ୍ଟେରୋନ୍‌ କ୍ଷରଣ କମ୍‌ ହୋଇଥାଏ। କର୍ନଫ୍ଲେକ୍ସ ଖାଇବା ଦ୍ୱାରା ଯୌନକାମନା ପ୍ରବଳ ଥିବା ରୋଗୀଙ୍କ ସ୍ଥିତିରେ ସୁଧାର ଆସିଥାଏ। ମାତ୍ର ନବଦମ୍ପତି ଏହାକୁ ଖାଇଲେ ସେମାନଙ୍କ ମଧ୍ୟରେ ଶାରିରୀକ ସମ୍ପର୍କ ପ୍ରତି ଆଗ୍ରହ କମି ଯାଇଥାଏ। ଫଳରେ ଦାମ୍ପତ୍ୟ ଜୀବନରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ ବୋଲି ରିପୋର୍ଟରେ ଦର୍ଶାଯାଇଛି। ସେହିପରି କର୍ନଫ୍ଲେକ୍ସ ଖାଇଲେ ଡାଇବେଟିସ୍‌ ଆଶଙ୍କା ବଢ଼ିଥାଏ । ଏଥିରେ ଅଧିକ ମାତ୍ରାରେ କାର୍ବୋହାଇଡ୍ରେଟ୍‌ ଥିବାରୁ ଶରୀରରେ ଶର୍କରାସ୍ତର ବଢିଯାଏ । ଏହା ହାର୍ଟ ଆଟାକ୍‌ ଆଶଙ୍କା ବଢ଼ାଏ ବୋଲି ଏହି ରିପୋର୍ଟରେ ପ୍ରକାଶ ପାଇଛି


Enter your email to get our daily news in your inbox.

All Right Reserved By Dharitri.Com

ଖଣିଜତୈଳ

ଶକ୍ତି କହିଲେ ବସ୍ତୁର କାର୍ଯ୍ୟ କରିବାର ସାମର୍ଥ୍ୟକୁ ବୁଝାଯାଏ। ତେଣୁ ଆମ ପାଖରେ କିମ୍ବା ଯନ୍ତ୍ର ପାଖରେ ଶକ୍ତି ଥିଲେ କାମ କରିବା ସମ୍ଭବ ହେବ।...

ବାସି ରୁଟି ଓ ସ୍ବାସ୍ଥ୍ୟ

ସକାଳ ଜଳଖିଆକୁ ‘ଦିନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଭୋଜନ’ ବୋଲି କୁହାଯାଏ। ଏହାର କାରଣ ହେଲା ଯେ, ରାତିରେ ଦୀର୍ଘ ସମୟ ଧରି ଆମେ କିଛି ଖାଇ...

ଏସବୁ କାମ ମା’ ଲକ୍ଷ୍ମୀଙ୍କୁ ନାପସନ୍ଦ, କରିବା ପୂର୍ବରୁ…

ଭଲ ହେଉ କି ମନ୍ଦ, ପ୍ରତ୍ୟେକ କାମର କିଛି ନା କିଛି ପରିଣାମ ରହିଥାଏ। କିଛି କାମ ଘର ପାଇଁ ଉନ୍ନତିର ପଥ ଖୋଲିଥାଏ ତ...

ଅତ୍ୟଧିକ ଚା ପିଉଛନ୍ତି କି ? ହୋଇପାରେ ଏହି ସମସ୍ୟା

ପୃଥିବୀରେ ଅନେକ ଲୋକେ ଚା ପିଇବାକୁ ଭଲ ପାଆନ୍ତି। ଚା ପିଇଲେ କିଛି ସୁଫଳ ମିଳିଲେ ଅନେକ କୁଫଳ ମଧ୍ୟ ମିଳିଥାଏ। ଯାହା ଲୋକମାନଙ୍କର ସ୍ୱାସ୍ଥ୍ୟକୁ...

ଜାଣନ୍ତୁ କିପରି କରିବେ ଟେନ୍‌ସନ୍‌ ଫ୍ରି ଟ୍ରାଭେଲ୍‌

ଦିନ ଥିଲା, କୌଣସି ଅଜଣା ସ୍ଥାନକୁ ଯିବା ଲାଗି ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଥିଲା। କେବେ ପଚାରି ପଚାରି ଯିବାରେ ଅଯଥା ସମୟ ସାଙ୍ଗକୁ...

ଅସମୟରେ ଆପଣଙ୍କ ଚୁଟି ପାଚୁଛି କି? ମୁକ୍ତି ପାଇବାକୁ କିଛିଟା ଟିପ୍ସ

ଖରାପ ଲାଇଫ୍‌ଷ୍ଟାଇଲ୍‌ ହେଉ ଅଥବା ଖାଦ୍ୟପେୟରେ ସନ୍ତୁଳନ ନ ରହିବା ଯୋଗୁ କେବଳ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯାଏ ତାହା ନୁହେଁ, ଏହାର ଅନେକ କୁପ୍ରଭାବ ଆମର...

ଏହି ୭ ଜିନିଷରେ ଗୋଡ ବଜାନ୍ତୁ ନାହିଁ କି ମାରନ୍ତୁନି ଗୋଇଠା, ନଚେତ ହୋଇଯିବେ ବରବାଦ…

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଅର୍ଥ, ପଦୋନ୍ନତି,...

ପ୍ରେମିକା ରାଗିଥିବା ବେଳେ ଭୁଲରେ ବି କୁହନ୍ତୁ ନାହିଁ ଏହି ୫ କଥା, ହୋଇଯିବ ବ୍ରେକଅପ!

ଯେଉଁ ସମ୍ପର୍କରେ ଝଗଡ଼ା, ବାଦ ବିବାଦ ନ ଥାଏ, ତାହା ହୃଦୟରୁ ନୁହେଁ କେବଳ ମନରୁ ବୋଲି କହିପାରିବା। ହେଲେ ଅନେକ ସମୟରେ ପ୍ରେମିକଙ୍କ କିଛି...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri