ଡଲାର ତୁଳନାରେ ଟଙ୍କାର ସର୍ବକାଳୀନ ମୂଲ୍ୟ ହ୍ରାସ

ମୁମ୍ବାଇ,୫।୫: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା ମୂଲ୍ୟ ସୋମବାର ୩୯ ପଇସା ହ୍ରାସ ପାଇ ସର୍ବକାଳୀନ ନିମ୍ନ ସ୍ତରରେ ପହଞ୍ଚତ୍ଛି। ୧ ଡଲାର ମୂଲ୍ୟ ସୋମବାର ୯୫ ଟଙ୍କା ୨୩ ପଇସା ହୋଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗିରହିଥିବାରୁ ବିଶ୍ୱ ଷ୍ଟକ୍‌ ମାର୍କେଟରେ ଅସ୍ଥିରତା, ତୈଳ ଦରରେ ଅତ୍ୟଧିକ ବୃଦ୍ଧି ଏବଂ ମୁଦ୍ରାସ୍ଫୀତି ବଢ଼ିବା ଓ ଆର୍ଥତ୍କ ମାନ୍ଦାବସ୍ଥା ଦେବା ଆଶଙ୍କା ରହିଥିବାରୁ ଭାରତୀୟ ମୁଦ୍ରା ମୂଲ୍ୟ ହ୍ରାସ ପାଇ ଚାଲିଛି।
ମଧ୍ୟପ୍ରାଚ୍ୟ ଯୁଦ୍ଧ ଓ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ବନ୍ଦ ଯୋଗୁ ତୈଳ ଯୋଗାଣ ବାଧାପ୍ରାପ୍ତ ହୋଇଥିବାବେଳେ ବ୍ରେଣ୍ଟ ତୈଳ ବ୍ୟାରେଲ୍‌ ପ୍ରତି ଦର ପାଖାପାଖି ୧୧୦ ଡଲାର ରହିଛି। ଫଳରେ ଭାରତ ଭଳି ତୈଳ ଆମଦାନୀ କରୁଥିବା ଦେଶଗୁଡ଼ିକର ଅର୍ଥନୀତି ପ୍ରଭାବିତ ହୋଇଛି।

ଭୂରାଜନତୈିକ ଅସ୍ଥିରତା ବଢ଼ିବା ସହ ଅବାରିତ ବିଦେଶୀ ପୁଞ୍ଜି ପ୍ରତ୍ୟାହାର ନିବେଶକମାନଙ୍କ ମନୋବଳକୁ ଦୁର୍ବଳ କରିଦେଇଥିବା ଫରେକ୍ସ ଟ୍ରେଡରମାନେ ମତ ଦେଇଛନ୍ତି। ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜ ମାର୍କେଟରେ ସୋମବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ୯୪.୯୫ରୁ ଆରମ୍ଭ ହୋଇ କାରବାର ଶେଷ ବେଳକୁ ୯୫.୨୩ରେ ପହଞ୍ଚତ୍ଥିଲା। ପୂର୍ବ କାରବାର ଦିବସ ତୁଳନାରେ ଟଙ୍କା ମୂଲ୍ୟ ୩୯ ପଇସା ହ୍ରାସ ପାଇଛି। ଗତ ଗୁରୁବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ୯୪.୮୪ ରହିଥିଲା। ମହାରାଷ୍ଟ୍ର ଦିବସ ପାଇଁ ଶୁକ୍ରବାର ଷ୍ଟକ୍‌ ମାର୍କେଟ ଓ ମୁଦ୍ରା ବଜାର ବନ୍ଦ ରହିଥିବାବେଳେ ଶନିବାର ଓ ରବିବାର ବନ୍ଦ ଥିଲା ।

 

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭଗବାନଙ୍କୁ ଅଜବ ଗୁହାରି: ଦାନବାକ୍ସରେ ୨୦ ଟଙ୍କିଆ ନୋଟରେ ଲେଖାହୋଇଛି…

ନୂଆଦିଲ୍ଲୀ,୨୦।୬: ଆନ୍ଧ୍ରପ୍ରଦେଶର ଅନନ୍ତପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମନ୍ଦିରର ଦାନ ବାକ୍ସରୁ ମିଳିଥିବା ଏକ ୨୦ ଟଙ୍କାର ନୋଟ୍ ଚର୍ଚ୍ଚାର ବିଷୟ ପାଲଟିଛି…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ…

ପଶ୍ଚିମବଙ୍ଗ ଦିବସରେ ବଡ଼ କଥା କହିଦେଲେ ମୋଦି, ଗୌରବ ଫେରି ଆସୁଛି…

ନୂଆଦିଲ୍ଲୀ,୨୦।୬: ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା…

ସେକେଣ୍ଡ ହ୍ୟାଣ୍ଡ ଗାଡ଼ି କିଣୁଥିଲେ ସାବଧାନ ! କେବଳ ଲୁକ୍‌ ନୁହେଁ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ ଜରୁରୀ ଡକ୍ୟୁମେଣ୍ଟ

ନୂଆ କାର୍‌ ତୁଳନାରେ କମ ଦାମ୍‌ରେ ଗାଡ଼ି ବା ସେକେଣ୍ଡ ହ୍ୟାଣ୍ଡ କାର୍‌ (Used Car) କିଣିବାକୁ ପସନ୍ଦ କରୁଛନ୍ତି। ତେବେ ବ୍ୟବହୃତ କାର୍‌ କିଣିବା ସମୟରେ…

ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହେଲେ ଭୁଲରେ ବି କରନ୍ତୁ ନାହିଁ ଏହି ୫ କାମ, ସାମାନ୍ୟ ଅସାବଧାନତା ଯୋଗୁ…

ଆଜିର ସମୟରେ ଏଲପିଜି ଗ୍ୟାସ ସିଲିଣ୍ଡର (LPG Gas Cylinder) ପ୍ରାୟ ସମସ୍ତଙ୍କ ରୋଷେଇ ଘରର ଏକ ଅପରିହାର୍ଯ୍ୟ ଅଂଶ ପାଲଟିଛି। କିନ୍ତୁ ଏହାର ବ୍ୟବହାରରେ ସାମାନ୍ୟ…

ଆନ୍ତର୍ଜାତୀୟ ଯୋଗ ଦିବସରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସହ ଏଥର ଯୋଗ କରିବେ ମୋଦି, ଭାଗନେବେ ୩୫ ହଜାର ଲୋକ

କୋଲକାତା,୨୦।୬: କୋଲକାତାର ଐତିହାସିକ ରେଡ ରୋଡ – ଯେଉଁଠାରେ ‘ଦିଦି’ଙ୍କ ରାଜନୈତିକ କସରତ ଏବଂ ବାମପନ୍ଥୀ ବିରୋଧର ସାକ୍ଷୀ ରହିଛି, ଆସନ୍ତାକାଲି ସକାଳେ ‘କେଶର ଯୋଗ’ ରଙ୍ଗରେ…

ମୋଦିଙ୍କୁ ପ୍ରଶଂସା କଲେ ଶଶି ଥରୁର, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨୦।୬: କଂଗ୍ରେସ ଏମପି ଶଶି ଥରୁର, ଯିଏ ତାଙ୍କ ବେକାବୁ ଏବଂ ସ୍ପଷ୍ଟ ବୟାନ ପାଇଁ ଜଣାଶୁଣା, ପୁଣି ଥରେ ଏପରି କିଛି କରିଛନ୍ତି ଯାହା ଭାଜପାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri