‘ଭାଇଚାରା ସହ ସମାଜରେ ସମସ୍ତେ ମିଳିମିଶି ରହିବାକୁ ଆହ୍ବାନ’

ପୁରୁଷୋତ୍ତମପୁର,୫ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିର ପରିସରରେ ଗଞ୍ଜାମ ଜିଲା ବିଶ୍ବକର୍ମା ସମାଜର ବାର୍ଷିକ ଅଧିବେଶନ ରବିବାର ଅନୁଷ୍ଠିତ ହୋଇଯାଇଛି।  ପୂର୍ବଖଣ୍ଡମୁଠା ଆନୁକୂଲ୍ୟରେ ରାଜଶ୍ରୀ କୃଷ୍ଣଚନ୍ଦ୍ର ମହାରଣାଙ୍କ ସଂଯୋଜନାରେ  ଅନୁଷ୍ଠିତ ଅଧିବେଶନରେ ଜିଲା ସଭାପତି ଅଜୟ କୁମାର ମହାରଣା, ଉପସଭାପତି ନୀଳାଞ୍ଚଳ ମହାରଣା, ଗୌରାଙ୍ଗ ମହାରଣା, ସାଂଗଠନିକ ସମ୍ପାଦକ ମୁଟୁ ମହାରଣା, ତ୍ରିନାଥ ମହାରଣା, କୃଷ୍ଣଚନ୍ଦ୍ର ମହାରଣା, ଜିଲା ସଂଯୋଜକ ଶ୍ରୀନିବାସ ମହାରଣା ଯୋଗଦେଇ ସମାଜ ଓ ଜାତିଭାଇଙ୍କ ବିକାଶ ଦିଗରେ ଗୁରୁତ୍ୱାରୋପ କରିଥିଲେ। ସମାଜରେ ଗରିବ ଶ୍ରେଣୀର ପିଲାମାନେ ଅର୍ଥଅଭାବରୁ ପାଠ ପଢ଼ି ପାରୁ ନ ଥିବାବେଳେ ସେମାନଙ୍କ ପାଠ ପଢ଼ା ଲାଗି ପଦକ୍ଷେପ ନେଇ ସାହାଯ୍ୟ ସହଯୋଗ ପ୍ରଦାନ କରିବା, ଭାଇଚାରା ସହ ସମସ୍ତେ ମିଳିମିଶି ରହିବା ଲାଗି ପରାମର୍ଶମାନ ଦେଇଥିଲେ।

ଏହି ଅବସରରେ ବାର୍ଷିକ ଆୟବ୍ୟୟର ସମୀକ୍ଷା କରାଯିବା ସହ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିରେ ଜିଲାର ୨୪ଟି ତାଲୁକର କର୍ମକର୍ତ୍ତାମାନେ ଯୋଗଦେଇଥିଲେ। ଏହାକୁ ସଦାନନ୍ଦ ମହାରଣା, କୃଷ୍ଣଚନ୍ଦ୍ର ମହାରଣାଙ୍କ ସମେତ ପୂର୍ବଖଣ୍ଡ ତାଲୁକର ସଦସ୍ୟମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି।…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri