‘ଭାଇଚାରା ସହ ସମାଜରେ ସମସ୍ତେ ମିଳିମିଶି ରହିବାକୁ ଆହ୍ବାନ’

ପୁରୁଷୋତ୍ତମପୁର,୫ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିର ପରିସରରେ ଗଞ୍ଜାମ ଜିଲା ବିଶ୍ବକର୍ମା ସମାଜର ବାର୍ଷିକ ଅଧିବେଶନ ରବିବାର ଅନୁଷ୍ଠିତ ହୋଇଯାଇଛି।  ପୂର୍ବଖଣ୍ଡମୁଠା ଆନୁକୂଲ୍ୟରେ ରାଜଶ୍ରୀ କୃଷ୍ଣଚନ୍ଦ୍ର ମହାରଣାଙ୍କ ସଂଯୋଜନାରେ  ଅନୁଷ୍ଠିତ ଅଧିବେଶନରେ ଜିଲା ସଭାପତି ଅଜୟ କୁମାର ମହାରଣା, ଉପସଭାପତି ନୀଳାଞ୍ଚଳ ମହାରଣା, ଗୌରାଙ୍ଗ ମହାରଣା, ସାଂଗଠନିକ ସମ୍ପାଦକ ମୁଟୁ ମହାରଣା, ତ୍ରିନାଥ ମହାରଣା, କୃଷ୍ଣଚନ୍ଦ୍ର ମହାରଣା, ଜିଲା ସଂଯୋଜକ ଶ୍ରୀନିବାସ ମହାରଣା ଯୋଗଦେଇ ସମାଜ ଓ ଜାତିଭାଇଙ୍କ ବିକାଶ ଦିଗରେ ଗୁରୁତ୍ୱାରୋପ କରିଥିଲେ। ସମାଜରେ ଗରିବ ଶ୍ରେଣୀର ପିଲାମାନେ ଅର୍ଥଅଭାବରୁ ପାଠ ପଢ଼ି ପାରୁ ନ ଥିବାବେଳେ ସେମାନଙ୍କ ପାଠ ପଢ଼ା ଲାଗି ପଦକ୍ଷେପ ନେଇ ସାହାଯ୍ୟ ସହଯୋଗ ପ୍ରଦାନ କରିବା, ଭାଇଚାରା ସହ ସମସ୍ତେ ମିଳିମିଶି ରହିବା ଲାଗି ପରାମର୍ଶମାନ ଦେଇଥିଲେ।

ଏହି ଅବସରରେ ବାର୍ଷିକ ଆୟବ୍ୟୟର ସମୀକ୍ଷା କରାଯିବା ସହ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିରେ ଜିଲାର ୨୪ଟି ତାଲୁକର କର୍ମକର୍ତ୍ତାମାନେ ଯୋଗଦେଇଥିଲେ। ଏହାକୁ ସଦାନନ୍ଦ ମହାରଣା, କୃଷ୍ଣଚନ୍ଦ୍ର ମହାରଣାଙ୍କ ସମେତ ପୂର୍ବଖଣ୍ଡ ତାଲୁକର ସଦସ୍ୟମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ପରିବହନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

ପୁରୁଷୋତ୍ତମପୁର,୧୪ା୧(ସିମାଞ୍ଚଳ ମିଶ୍ର): ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସନ୍ଧ୍ୟାରେ ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଭୂତସରସିଙ୍ଗି ଗସ୍ତ କରିଛନ୍ତି। ଏହି...

ଶତୃତାକୁ କେନ୍ଦ୍ର କରି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୪ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅଧିନ ମେଘଝୋଳି ଗ୍ରାମରେ ପୂର୍ବ ଶତୃତାକୁ କେନ୍ଦ୍ର କରି ଜାଗିଲି ନାୟକଙ୍କୁ ହ୍ଯଯା ଉଦ୍ୟମ...

ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ : ସ୍ବାମୀଙ୍କ ପରେ ଶାଶୁ,ଶ୍ୱଶୁର ଗଲେ ଜେଲ

ଦିଗପହଣ୍ଡି,୧୪।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ୍‌. ଗୋପାଳପୁର ଗ୍ରାମରେ ଗତ ଡ଼ିସେମ୍ବର ୨୪ ତାରିଖ ରାତିରେ ଜଣେ ନବବଧୂଙ୍କ...

ମକର ମେଳା: କାଳିଜାଇ ପୀଠ ଭକ୍ତମୟ

କୃଷ୍ଣପ୍ରସାଦ,୧୪।୧(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ କାଲିଯାଇଙ୍କ ପୀଠରେ ମକର ମେଳା ଆରମ୍ଭ ହୋଇଛି। ଆଜି ଭୋରରୁ କୃଷ୍ଣପ୍ରସାଦ ଜେଟି, ସାତପଡା, ରମ୍ଭା, ବଡକୁଳ,...

ଚାକିରି କରାଇଦେବା ନେଇ ଲୁଟି ନେଲେ ୧୮.୭୦ ଲକ୍ଷ ଟଙ୍କା, ୨ ଦମ୍ପତି ଗିରଫ

ହିଞ୍ଜିଳିକାଟୁ, ୧୪ା୧(ଦ୍ବିତୀକୃଷ୍ଣ ପଣ୍ଡା): ଚାକିରି କରାଇଦେବା ନା’ରେ ଲୋକଙ୍କୁ ଠକିଥିବା ୨ ଦମ୍ପତିଙ୍କୁ ଉତ୍ୟକ୍ତ ଲୋକମାନେ ହିଞ୍ଜିଳି ଥାନାରେ ଦେବା ପରେ ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ...

ମିଟର ଖରାପଅଛି କହି ପକାଇଥିଲେ ଫାଇନ୍‌ : ରାଗିଗଲେ ଗ୍ରାମବାସୀ, ବିଦ୍ୟୁତ୍‌ ଭିଜିଲାନ୍ସ ଟିମ୍‌ ଅଧିକାରୀଙ୍କ ସମେତ ୫ଙ୍କୁ ରଖିଲେ ଅଟକ

ଦିଗପହଣ୍ଡି,୧୩ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ସାହାସପୁର ଗ୍ରାମରେ ବିଦ୍ୟୁତ୍‌ ଭିଜିଲାନ୍ସ ବିଭାଗ ଅଧିକାରୀମାନଙ୍କୁ ସୋମବାର ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ ଘଟଣା...

ଚାଷୀଙ୍କ ମୃତ୍ୟୁ: ପରିବାରକୁ ଆର୍ଥିକ ସହାୟତା ଦେଲେ ବିଧାୟକ

ଛତ୍ରପୁର,୧୩।୧(ସନ୍ତୋଷ ପାଢ଼ୀ): ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ସୋମବାର ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କତୁରୁ ଗ୍ରାମର ମୃତ୍ୟୁବରଣ କରିଥିବା ଚାଷୀ ପି.ଈଶ୍ୱର ରେଡ୍ଡିଙ୍କ ପରିବାର...

ଗଞ୍ଜାମ ସହରରେ ନିର୍ମାଣ  ହେବ ରାମ ମନ୍ଦିର: ସମସ୍ତ ପଅସ୍ତୁତି ନେଇ…

ଗଞ୍ଜାମ,୧୩।୧(ବିଦ୍ୟାଧର ସାହୁ ): ଗଞ୍ଜାମ ସହରାଞ୍ଚଳରେ ଖୁବଶୀଘ୍ର ରାମମନ୍ଦିର ନିର୍ମାଣ ହେବାକୁ ଯାଉଛି। ସ୍ଥାନୀୟ ଅଞ୍ଚଳର ସୀତାରାମ ଫାଉଣ୍ଡେଶନ ଏହାର ସମସ୍ତ ଦାୟିତ୍ୱ ବହନ କରିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri