ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପରିବହନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିବା ବେଳେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଗୁଣ୍ଡିଚା ଓ ବାହୁଡ଼ା ଦିନ ଟୋଲ୍‌ ଫି’ ଆଦାୟକୁ ସ୍ଥଗିତ ରଖାଯିବା ନେଇ ଘୋଷଣା କରାଯାଇଛି ।

ବସ୍‌ ମାଲିକ ସଂଘ ସା. ସମ୍ପାଦକଙ୍କ କହିବା ଅନୁସାରେ, ପିପିଲି ଟୋଲ୍‌ ଗେଟ୍‌ରେ କୌଣସି ଯାନକୁ ଫି ଦେବାକୁ ପଡିବ ନାହିଁ । ରଥଯାତ୍ରା ବେଳେ ଲୋକଙ୍କ ଆବଶ୍ୟକତା ଦେଖି ଦିନରାତି ବସ୍‌ ଚାଲିବ । ମାଳତିପାଟପୁରରେ ବାହାର ଗାଡ଼ି ପାର୍କିଂ କରାଯିବ । ତାଳବଣିଆରେ ସ୍ଥାନୀୟ ଗାଡ଼ି ଓ ସ୍ବତନ୍ତ୍ର ଅନୁମତି ପ୍ରାପ୍ତ ଗାଡ଼ି ପାର୍କିଂ ହେବ । ରାଜ୍ୟର ପ୍ରାୟ ୬ ଶହ ଓ ବାହାର ରାଜ୍ୟକୁ ମିଶାଇ ହଜାରେ ବସ୍‌ ଚାଲିବା ନେଇ ସୂଚନା ଦିଆଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri