ନିୟମିତ ହେବ ସମସ୍ତ ମିନି ଅଙ୍ଗନଓ୍ବାଡି

ଭୁବନେଶ୍ୱର,୧୬ା୧୦(ଅନିଲ ଦାସ)-ରାଜ୍ୟରେ ଥିବା ସମସ୍ତ ୭୫୭୯ ମିନି ଅଙ୍ଗନଓ୍ବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନଓ୍ବାଡି କେନ୍ଦ୍ର ଭାବେ ପରିଣତ କରାଯିବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ, ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକ ରାଜ୍ୟରେ କୋମଳମତି ଶିଶୁ ମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି । ରାଜ୍ୟର ଏହି ୭୫୭୯ ମିନି ଅଙ୍ଗନଓ୍ବାଡି କେନ୍ଦ୍ରର ଉନ୍ନୀତକରଣ ପାଇଁ ମୋଟ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ । ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି । ଅନୁଦାନ ଅର୍ଥରେ ମେଡିସିନ୍‌ କିଟ୍‌, ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ ବୋଲି ସୂଚିତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri