Posted inଜାତୀୟ

କେବଳ ଆର୍ଯ୍ୟ ସମାଜର ବିବାହ ପ୍ରମାଣପତ୍ର ଯଥେଷ୍ଟ ନୁହେଁ: ହାଇକୋର୍ଟ

ପ୍ରୟାଗରାଜ,୬।୯: ବିବାହ ପ୍ରମାଣ କରିବା ପାଇଁ ଆର୍ଯ୍ୟ ସମାଜ ମନ୍ଦିରର ବିବାହ ପ୍ରମାଣପତ୍ର ଯଥେଷ୍ଟ ନୁହେଁ। ଏକ ଆବେଦନର ଶୁଣାଣି ସମୟରେ ଏଭଳି ମନ୍ତବ୍ୟ ଦେଇଛନ୍ତି ଆହ୍ଲାବାଦ ହାଇକୋର୍ଟ। ଏଥିସହ ନିଜ ପତ୍ନୀଙ୍କୁ ଫେରାଇ ଆଣିବା ପାଇଁ ଜଣେ ବ୍ୟକ୍ତିଙ୍କ ଦ୍ୱାରା ଦାଖଲ କରାଯାଇଥିବା ଆବେଦନକୁ ମଧ୍ୟ ହାଇକୋର୍ଟ ଖାରଜ କରିଦେଇଛନ୍ତି। ସୂଚନା ମୁତାବକ, ଆବେଦନକାରୀ ଭୋଲା ସିଂ ପ୍ରମାଣ ଭାବେ ଗାଜିଆବାଦ ଆର୍ଯ୍ୟ ସମାଜ ମନ୍ଦିର ପକ୍ଷରୁ ଦିଆଯାଉଥିବା ବିବାହ ପ୍ରମାଣପତ୍ରକୁ କୋର୍ଟରେ ଦାଖଲ କରିଥିଲେ। ଏଥିସହ ବିବାହ ବେଳର କିଛି ଫଟୋ ମଧ୍ୟ ଦେଇଥିଲେ। ଅନ୍ୟପଟେ ଏହି ମାମଲା ଶୁଣାଣି କରି କୋର୍ଟ କହିଛନ୍ତି ଯେ, ଆର୍ଯ୍ୟ ସମାଜର କାଗଜପତ୍ରର ସତ୍ୟତାକୁ ବିଚାର ନ କରି ବିବାହ ଆୟୋଜନର ବିଶ୍ୱାସକୁ ଅପବ୍ୟବହାର କରାଯାଉଛି। ବିବାହର ପଞ୍ଜୀକରଣ ହୋଇ ନ ଥିବାରୁ ଅନୁମାନ କରାଯାଇପାରିବ ନାହିଁ ଉକ୍ତ ବ୍ୟକ୍ତି ବିବାହ କରିଛନ୍ତି। ତେଣୁ କୋର୍ଟ ଆର୍ଯ୍ୟ ସମାଜ ମନ୍ଦିରର ବିବାହ ପ୍ରମାଣପତ୍ରକୁ ଖାରଜ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭାଇରସ ଯୋଗୁ କ୍ୟାସ୍‌ଲେସ ହେଉଛନ୍ତି ଲୋକେ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ବିଶ୍ୱର ଅଧିକାଂଶ ଦେଶରେ ପହଞ୍ଚି ସାରିଥିବା ବେଳେ ଭାରତରେ ମଧ୍ୟ ଏହା ପହଞ୍ଚି ଯାଇଛି। ସମୟ କ୍ରମେ ଭାରତରେ ଏହା କାୟା...

ରାହୁଲଙ୍କ ତଳେ ପଡିଯିବା ଫଟୋ ଟୁଇଟ୍‌ କରି ଭାଜପା ଏମ୍‌ପି କହିଲେ ଶତାବ୍ଦୀର ସବୁଠୁ ଖରାପ ଅଭିନୟ

ଗୋରଖପୁର,୨।୧୦: ଉତ୍ତରପ୍ରଦେଶ ହାଥ୍‌ରସ ଘଟଣାରେ ପୀଡିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଏବଂ ପ୍ରିୟଙ୍କାଙ୍କୁ ଅଧାବାଟରୁ ଫେରିବାକୁ ପଡିଥିଲା। ପୋଲିସ ଉଭୟଙ୍କୁ...

ରାଲି ପାଇଁ ତୃଣମୂଳକୁ ଅନୁମତି ଭାଜପାକୁ ମନା

କୋଲକାତା, ୬।୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ। ରାଜ୍ୟରେ କ୍ଷମତା ଦଖଲ ପାଇଁ ଶାସକ ତୃଣମୂଳ ମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ମୁହାଁମୁହିଁ ସ୍ଥିତି...

ସ୍କୁଲ ଛାତ୍ରଙ୍କ ଲଢ଼େଇ ବେଳେ ଗୁଳି କରି ଦେଲେ

ନୂଆଦିଲ୍ଲୀ,୨୭।୩: ଜାତୀୟ ରାଜଧାନୀର ଏକ ସ୍କୁଲ ବାହାରେ ଦୁଇ ଛାତ୍ରଙ୍କ ମଧ୍ୟରେ ଯୁକ୍ତିତର୍କକୁ ନେଇ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗୁଳି ହତ୍ୟା କରାଯାଇଛି। ଅଭିଯୁକ୍ତଙ୍କୁ...

ରାହୁଲଙ୍କୁ ମାୟାବତୀଙ୍କ ସମାଲୋଚନା

ନୂଆଦିଲ୍ଲୀ, ୨୭ା୮: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଏସ୍‌ପି ସୁପ୍ରିମୋ ମାୟାବତୀ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ତାଙ୍କ ସହ ଶ୍ରୀନଗର ଗସ୍ତରେ...

ଭାରତ ନିର୍ମିତ ଆଉ ଏକ କଫ ସିରପକୁ ଅସୁରକ୍ଷିତ ବୋଲି କହିଲା ଡବ୍ଲୁଏଚଓ

ଜେନେଭା/ନୂଆଦିଲ୍ଲୀ,୨୬।୪: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ) ମଙ୍ଗଳବାର କହିଛି ଭାରତୀୟ କମ୍ପାନୀ ଦ୍ୱାରା ନିର୍ମିତ ଆଉ ଏକ କଫ ସିରପ ମାର୍ଶଲ ଦ୍ୱିପ ଓ ମାଇକ୍ରୋନେସିଆରେ ଦୂଷିତ...

ବିରୋଧ ପ୍ରଦର୍ଶନର ଆବଶ୍ୟକତା ନାହିଁ, ଆମ ସରକାର ମାତ୍ର ୨ ମାସର: ଅଜିତ

ମୁମ୍ବାଇ,୨୫।୨: ମହାରାଷ୍ଟ୍ରର ମହା ବିକାଶ ଅଘାଡି ସରକାର ଏବେ ବିଭିନ୍ନ ବିଷୟକୁ ନେଇ କାମ କରିବା ଆରମ୍ଭ କରିଛି। ତେଣୁ ଏହି ସରକାରକୁ ବିରୋଧ ପ୍ରଦର୍ଶନ...

ନୂଆ ସରକାରଙ୍କୁ ଶୁଭେଚ୍ଛା ଜଣାଇ ଇସ୍ତଫା ଦେଲେ ଫଡ୍‌ନବିସ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନିବସ ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଅପରାହ୍ନ ୩ଟା ୩୦ରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ ଏହା...

Advertisement
Archives

Model This Week