ପ୍ରଧାନଶିକ୍ଷକଙ୍କୁ ଆକ୍ରମଣ ଅଭିଯୋଗ

ଭଣ୍ଡାରିପୋଖରୀ, ୨୫।୭ (ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ନପଙ୍ଗ ପଞ୍ଚାୟତ ଜୋରାଗଡିଆ-ଭାଟଣା ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମାକାନ୍ତ ରାଉତଙ୍କୁ ଆକ୍ରମଣ ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୨୯୯/୨୨) ରୁଜୁ କରିଛି। ଏହି ଘଟଣାକୁ ନେଇ ବ୍ଲକ ଶିକ୍ଷା ଅଧିକାରୀ ଅଧର ତରାଇ ତ୍ରୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିବା ବେଳେ ଉକ୍ତ ବିଦ୍ୟାଳୟକୁ ଯାଇ ଅନୁଧ୍ୟାନ କରିଛନ୍ତି।
ଅଭିଯୋଗ ଅନୁଯାୟୀ, ଗତ ଶନିବାର ଗ୍ରାମର ଜଣେ ବ୍ୟକ୍ତି ବିଦ୍ୟାଳୟ ପରିସରରେ ପହଞ୍ଚି ପ୍ରଧାନଶିକ୍ଷକ ରାଉତଙ୍କୁ ଗାଳିଗୁଲଜ କରିଥିଲେ। ମୋ ବିଦ୍ୟାଳୟ କାର୍ଯ୍ୟକୁ ନେଇ ବ୍ୟକ୍ତି ଜଣଙ୍କ ତାଙ୍କୁ ମାଡ଼ ମାରିଥିଲେ। ଏପରିକି ପ୍ରଧାନଶିକ୍ଷକଙ୍କ ହାତରୁ ସ୍କୁଲ ଗୃହ ଚାବି ଛଡ଼ାଇବା ସହ ବାଇକ୍‌କୁ ଘୋଷାଡ଼ି ତଳେ ପକାଇ ଦେଇଥିଲେ। ନିକଟରେ ଥିବା ଜଣେ ପୁରାତନ ଛାତ୍ର ସେଠାରେ ପହଞ୍ଚି ଶିକ୍ଷକଙ୍କୁ ଉଦ୍ଧାର କରିଥିଲେ। ପରେ ବ୍ୟକ୍ତି ଜଣଙ୍କ ତାଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଇଥିବା ପ୍ରଧାନଶିକ୍ଷକ ରାଉତ ଏତଲାରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri