ବିବାହ ପ୍ରଲୋଭନ ଦେଖାଇ ପ୍ରତାରଣା ଅଭିଯୋଗ, ଯୁବକ ଗିରଫ

ଜୟପୁର,୨୨ା୧(ନି.ପ୍ର.): ବିବାହ ପ୍ରଲୋଭନ ଦେଖାଇ ଜଣେ ଯୁବତୀଙ୍କୁ ପ୍ରତାରଣା କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ହରିଶଙ୍କର ଚୌପାଡି (୨୭)। ସୁନାବେଡାର ହରିଶଙ୍କର ଗତ ୨ ବର୍ଷ ହେଲା ବୋରିଗୁ୍‌ମ୍ମା ଅଞ୍ଚଳର ଜଣେ ଯୁବତୀଙ୍କ ଭଲ ପାଉଥିଲେ। ତାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିଥିଲେ ା ପରେ ହରିଶଙ୍କର ତାଙ୍କୁ ବିବାହ କରିବାକୁ ମନା କରିଦେଇଥିଲେ। ଏନେଇ ସମ୍ପୃକ୍ତା ଯୁବତୀ ମହିଳା ଥାନାରେ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତି କରି ଅଭିଯୋଗର ତଦନ୍ତ କରି ଅଭିଯୁକ୍ତ ହରିଶଙ୍କରଙ୍କୁ ଗିରଫ କରାଯାଇଥିବା ଥାନା ଅଧିକାରୀ ମମତା ପାଣିଗ୍ରହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri