Advertisement

ବିବାହ ପ୍ରଲୋଭନ ଦେଖାଇ ପ୍ରତାରଣା ଅଭିଯୋଗ, ଯୁବକ ଗିରଫ

ଜୟପୁର,୨୨ା୧(ନି.ପ୍ର.): ବିବାହ ପ୍ରଲୋଭନ ଦେଖାଇ ଜଣେ ଯୁବତୀଙ୍କୁ ପ୍ରତାରଣା କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ହରିଶଙ୍କର ଚୌପାଡି (୨୭)। ସୁନାବେଡାର ହରିଶଙ୍କର ଗତ ୨ ବର୍ଷ ହେଲା ବୋରିଗୁ୍‌ମ୍ମା ଅଞ୍ଚଳର ଜଣେ ଯୁବତୀଙ୍କ ଭଲ ପାଉଥିଲେ। ତାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିଥିଲେ ା ପରେ ହରିଶଙ୍କର ତାଙ୍କୁ ବିବାହ କରିବାକୁ ମନା କରିଦେଇଥିଲେ। ଏନେଇ ସମ୍ପୃକ୍ତା ଯୁବତୀ ମହିଳା ଥାନାରେ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତି କରି ଅଭିଯୋଗର ତଦନ୍ତ କରି ଅଭିଯୁକ୍ତ ହରିଶଙ୍କରଙ୍କୁ ଗିରଫ କରାଯାଇଥିବା ଥାନା ଅଧିକାରୀ ମମତା ପାଣିଗ୍ରହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚଙ୍କୁ ଫାଇଲ ହସ୍ତାନ୍ତର ନିର୍ଦ୍ଦେଶ

ରଘୁନାଥପୁର,୬ା୮(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ ଚିକିଣିଆ ପଞ୍ଚାୟତ ସରପଞ୍ଚ ବିଷ୍ଣୁ ଚରଣ ସେଠୀଙ୍କୁ ପୂର୍ବତନ ସରପଞ୍ଚ ବିଭିନ୍ନ ଫାଇଲ ହସ୍ତାନ୍ତର କରୁ ନ ଥିବା ନେଇ ଚାଲିଥିବା...

କରୋନା ସ୍ଥିତି ଅନୁଧ୍ୟାନ କଲେ ଉପଜିଲାପାଳ

ବାମରା, ୩୦।୩ (ଡି.ଏନ.ଏ.)-ବର୍ତ୍ତମାନ କରୋନା ପାଇଁ ସାରା ଦେଶ ସମ୍ପୂର୍ଣ୍ଣ ଲକ ଡାଉନ ପରିସ୍ଥିତିରେ ଗତି କରୁଥିବା ବେଳେ ଏହାକୁ ନେଇ ରାଜ୍ୟ ସରକାର ଜିଲା...

ପାଣି ପ୍ରକଳ୍ପ କେବୁଲ ତାର ଚୋରି: ଜଳ ଯୋଗାଣ ବନ୍ଦ

ଆରଡ଼ି,୧୦ା୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ବସଷ୍ଟାଣ୍ଡ ଓ କୋଇଲଖା ବାତ୍ୟା ଆଶ୍ରୟସ୍ଥଳ ନିକଟସ୍ଥ ଜଳ ପ୍ରକଳ୍ପରୁ ଶୁକ୍ରବାର ରାତିରେ କିଛି ଦୁର୍ବୃତ୍ତ ପ୍ରକଳ୍ପ ଓ ପାଣିପମ୍ପ୍‌କୁ...

ଦୁର୍ବୃତ୍ତଙ୍କ ଆକ୍ରମଣରେ ୨ ଯୁବକ ଗୁରୁତର

ସାଲେପୁର,୨୮।୧୧(ଡି.ଏନ୍‌.ଏ.): କଟକ ଜିଲା ସାଲେପୁର ବ୍ଲକ ମାଛୁଆତି ବଜାରରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଦୁଇଜଣ ଯୁବକ ଗୁରୁତର ହୋଇଛନ୍ତି। ସ୍ଥାନୀୟଲୋକେ ଯୁବକଦ୍ୱୟଙ୍କୁ ଉଦ୍ଧାର କରି ସାଲେପୁର ଗୋଷ୍ଠୀ...

ମନ୍ତ୍ରୀଙ୍କ ଗାଡି ଉପରକୁ କଂଗ୍ରେସ କର୍ମୀଙ୍କ ଅଣ୍ଡାମାଡ

ବରଗଡ ଅଫିସ, ୧୩।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ ଗସ୍ତକୁ ବିରୋଧ କରି କଂଗ୍ରେସ କର୍ମୀମାନେ ବିଭିନ୍ନ ସ୍ଥାନରେ ଅଣ୍ଡାମାଡ କରିଥିବା ସୂଚନା ମିଳିଛି। ଶୁକ୍ରବାର...

ଅର୍ଥ ଅମଳ କରୁଛି ପୌରପାଳିକା : ବସିବାଯୋଗ୍ୟ ନୁହେଁ ତାଳଚେର ବସ୍‌ଷ୍ଟାଣ୍ଡ

ତାଳଚେର,୧୬ା୫(ନି.ପ୍ର.)- କଳାହୀରାର ସହର ତାଳଚେର। ଏଠାରେ ଅଛି ଏକାଧିକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ। ଅର୍ଥର ଆଦୌ ଅଭାବ ନାହିଁ କହିଲେ ଚଳେ। ଜିଲା ଖଣିଜ ପାଣ୍ଠି ଅର୍ଥ...

କୋଟିଆର ଡୋଲିଆମ୍ବରେ ଷ୍ଟ୍ରବେରି ଚାଷ

କୋରାପୁଟ,୧୨।୧(ସ୍ବ.ପ୍ର.) – ଆଦିବାସୀ ମହିଳାଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ସହାୟତାରେ ଜିଲାର ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତର ଡୋଲିଆମ୍ବ ଗ୍ରାମରେ...

ଦାରିଙ୍ଗବାଡି ଘାଟିରେ ଫସି ରହିଲା ପ୍ରବାସୀଙ୍କ ବସ୍‌ : ସାରା ରାତି ସମୟ କାଟିଲେ ଶ୍ରମିକ

ସୋରଡା,୨୪ା୫,(ଡି.ଏନ.ଏ.)-ତାମିଲନାଡୁର କୋଏମ୍ବାଟୁରରୁ ୩୨ ଜଣ ପ୍ରବାସୀ ଓଡିଆଙ୍କୁ ଧରି ବଲାଙ୍ଗୀର ଅଭିମୁଖେ ଆସୁଥିବା ଏକ ବସ୍‌ ଶନିବାର ରାତି ୧୦ଟାରେ ଗଞ୍ଜାମ ଜିଲା ସୀମାନ୍ତ ସୋରଡା-ଦାରିଙ୍ଗବାଡ଼ି...

Advertisement
Archives

Model This Week