ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ବାରିପଦା ଜନସ୍ବାସ୍ଥ୍ୟ ବିଭାଗ-୧ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା,୧୩।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାରିପଦା ଜନସ୍ବାସ୍ଥ୍ୟ ବିଭାଗ-୧ ସହକାରୀ ଯନ୍ତ୍ରୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଯନ୍ତ୍ରୀ ବାଣେଶ୍ବର ନାଏକଙ୍କ ବାରିପଦା ରଘୁନାଥପୁରସ୍ଥିତ ୩ମହଲା ବାସଭବନ, ସରକାରୀ କାର୍ଯ୍ୟାଳୟ, ବଡ଼ସାହି ଥାନା ତାଳନ୍ଦ ଗ୍ରାମର ପୈତୃକ ଘର, ନିଜର ୨ମହଲା ଘର, ବୈଶିଙ୍ଗା ଥାନା ମାଣତ୍ରୀରେ ସମ୍ପର୍କୀୟ ଘର ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ବାରିପଦା ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ବିଭାଗର ୨ଜଣ ଅତିରିକ୍ତ ଏସ୍‌ପି, ୩ଜଣ ଡିଏସ୍‌ପି, ଜଣେ ଇନ୍ସପେକ୍ଟର, ୭ଜଣ ସବ୍‌ଇନ୍ସପେକ୍ଟର, ୭ଜଣ ଏଏସ୍‌ଆଇ ଓ ଅନ୍ୟ କର୍ମଚାରୀ ଚଢ଼ାଉରେ ନିୟୋଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋଟ

ନୂଆଦିଲ୍ଲୀ,୨୭।୩(ପି.ଟି.):  ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି…

ପୁଣିଥରେ ପଛଘୁଞ୍ଚା ଦେଲେ ଟ୍ରମ୍ପ, ୧୦ ଦିନ ଯୁଦ୍ଧବିରତି ଅବଧି ବଢ଼ାଇଲେ

ନୂଆଦିଲ୍ଲୀ,୨୭।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବିଶେଷକରି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri