Posted inଜାତୀୟ

ଅସଦାଚରଣ ଅଭିଯୋଗ: ଆଇପିଏସ ଅଧିକାରୀ ବସନ୍ତ ରଥଙ୍କୁ ସମୟପୂର୍ବରୁ ଅବସର…

ନୂଆଦିଲ୍ଲୀ,୧୦।୮ : ବାରମ୍ବାର ଅସଦାଚରଣ  ଅଭିଯୋଗରେ କେନ୍ଦ୍ର ସରକାର ବରିଷ୍ଠ ଆଇପିଏସ ଅଧିକାରୀ ବସନ୍ତ ରଥଙ୍କୁ ସମୟ ପୂର୍ବରୁ ଅବସର ପ୍ରଦାନ କରିଛନ୍ତି। ଅଗଷ୍ଟ ୭ରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବିଜ୍ଞପ୍ତିରେ ଦର୍ଶାଯାଇଛି ରାଷ୍ଟ୍ରପତି ବସନ୍ତ ରଥଙ୍କୁ ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ତୁରନ୍ତ ଅବସର ଦେଇଛନ୍ତି। ୨୦୦୦ ବ୍ୟାଚର ଅରୁଣାଚଳ ପ୍ରଦେଶ, ଗୋଆ-ମିଜୋରାମ ଏବଂ ୟୁନିଅନ ଟେରିଟୋରୀ କ୍ୟାଡରର ବସନ୍ତ ରଥ ଜଣେ ଭାରତୀୟ ପୋଲିସ ସେବା (ଆଇପିଏସ) ଅଧିକାରୀ। ଏହାପୂର୍ବର ଅସଦାଚରଣ ଓ ଖରାପ ବ୍ୟବହାର ମାମଲାରେ କେନ୍ଦ୍ର ସରକାର ତାଙ୍କୁ ନିଲମ୍ବନ କରିଥିଲେ।

ସରକାରୀ ଆଦେଶରେ ଦର୍ଶାଯାଇଛି ଅଲ ଇଣ୍ଡିଆ ସର୍ଭିସେସ (ଡେଥ-କମ-ଅବସର ଲାଭ) ଅଧିନିୟମ, ୧୯୫୮ ର ଧାରା ୧୬ (୩) ଅନୁଯାୟୀ ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଷ୍ଟ୍ରପତି ଗୃହ ବିଭାଗ ମନ୍ତ୍ରଣାଳୟର କେନ୍ଦ୍ର ଶାସିତ ଅଞ୍ଚଳ ବିଭାଗ ସହିତ ପରାମର୍ଶ କରି ଏହି ନିର୍ଦ୍ଦେଶ ଜାରି କରିଛନ୍ତି। ବସନ୍ତ କୁମାର ରଥଙ୍କୁ ତିନିମାସ ଦରମା ଏବଂ ଭତ୍ତା ପ୍ରଦାନ କରି ତୁରନ୍ତ ଅବସର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?