ଶରଣକୁଳ କଲେଜରେ ରାଗିଂ ଅଭିଯୋଗ

ନୟାଗଡ଼ ଅଫିସ,୧୯।୪: ନୟାଗଡ଼ ଜିଲାର ଶରଣକୁଳ କଲେଜର ବିଜ୍ଞାନ ବିଭାଗରେ ଯୁକ୍ତ ଦୁଇ ୨ୟ ବର୍ଷର ୨୪ ଛାତ୍ରୀଛାତ୍ରଙ୍କୁ କଲେଜର ଅଧ୍ୟକ୍ଷ ଓ ଆଧ୍ୟାପକ ରାଗିଂ କରୁଥିବାର ଅଭିଯୋଗ ହୋଇଛି। ଅଧ୍ୟକ୍ଷ ଓ ଆଧ୍ୟାପକଙ୍କ କୋଚିଂ ସେଣ୍ଟରରେ ନ ପଢ଼ି ନୟାଗଡ଼ର କୋଚିଂ ସେଣ୍ଟରରେ ଛାତ୍ରୀଛାତ୍ର ପଢୁଥିବାରୁ ପ୍ରାୟ ୧ ବର୍ଷ ହେଲା ନିର୍ଯାତନା ଦିଆଚାଲିଛି ବୋଲି ଅଭିଯୋଗ ହୋଇଛି। ସୁରକ୍ଷା ପାଇଁ କଲେଜ ଛାଡିବାର ଅନୁମତି ଓ କାର୍ଯ୍ୟାନୁଷ୍ଠାନ ଦାବିରେ ଛାତ୍ରୀଛାତ୍ର ଜିଲାପାଳ ଓ ଉପଜିଲାପାଳଙ୍କୁ ବୁଧବାର ଫେରାଦ ହୋଇଛନ୍ତି। ଅନ୍ୟପକ୍ଷେ ଅନ୍ୟ ଛାତ୍ରୀଛାତ୍ରଙ୍କୁ ଲଗାଇ ଯୁକ୍ତ ଦୁଇ ଛାତ୍ରୀଛାତ୍ରଙ୍କୁ ମାରପିଟ କରିବା ଓ ୩ଟି ପେପର ପରୀକ୍ଷା ଦେବାରୁ ବଞ୍ଚିିତ ହୋଇଥିବା ଅଭିଯୋଗ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri