ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା ।

ଅଭିଯୋଗ ଅନୁସାରେ, ଯୁବତୀଜଣକ ଘରେ ଏକୁଟିଆ ଥିବା ବେଳେ ତାଙ୍କୁ ବଳାତ୍କାର କରାଯାଇଥିଲା । ମୁହଁରେ ମାସ୍କ ପିନ୍ଧିବା ସହିତ ହାତରେ ବନ୍ଧୁକ ଧରି ଭୟଭୀତ କରାଇ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ତେବେ ମାମଲା ସାମ୍ନାକୁ ଆସିବା ପରେ ଘଟଣାସ୍ଥଳରେ ଭୁବନେଶ୍ୱର ଡିସିପି, ଜୋନ ଏସିପି ଓ IIC ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛନ୍ତି । ରାଜଧାନୀର ବିଭିନ ଅଞ୍ଚଳରେ ଛାନଭିନ୍ ସହ ସିସିଟିଭି ଯାଞ୍ଚ ଜାରି ରହିଛି ।

କହିରଖୁଛୁକି, ଗତ ସେପ୍ଟେମ୍ବର ୮ ତାରିଖରେ ଯୁବତୀ ଏବଂ ମହିଳାଙ୍କୁ ବଳାତ୍କାର କରାଯାଇଛି । ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ ଜଣେ ଡ୍ରାଇଭର ମହିଳା ରୋଷେୟାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଉଭୟ ଥାନା ପୋଲିସ ୨ଟି ମାମଲା ରୁଜୁ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?