ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ ଯୁବକଙ୍କୁ ଥାନାରେ ଅଟକ ରଖିଛି ପୋଲିସି । ଅଟକ ଯୁବକମାନେ ପାଟଣାଗଡ଼ ଥାନା ପଣ୍ଡାମୁଣ୍ଡା ଗାଁର ବୋଲି ଜଣାପଡିଛି ।

ସୂଚନା ଅନୁସାରେ ଜଣେ ଯୁବତୀଙ୍କୁ ୪ ଜଣ ଯୁବକ ଘରୁ ଡକାଇ ପରେ ବଳାତ୍କାର କରିଥିବା ଅଭିଯୋଗ ହେଉଛି । ଏହି ଘଟଣାରେ ପୋଲିସ ୪ ଜଣ ଯୁବକଙ୍କୁ ଉଠାଇ ଆଣି ଥାନାରେ ଅଟକ ରଖି ପଚରାଉଚରା କରୁଛି । ଏଘଟଣା ସମ୍ପର୍କରେ ସ୍ଥାନୀୟ ପୋଲିସକୁ ପଚାରିବାରୁ ଏବିଷୟରେ କୌଣସି ପ୍ରତିକ୍ରିୟା ଦେଉନାହାନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଚାଷଜମିରେ ଦା’ ରେ ହାଣି ହତ୍ୟା ଉଦ୍ୟମ ଘଟଣା, ଜେଲ ଗଲେ ଅଭିଯୁକ୍ତ  

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ପ୍ରକାଶ ବେହେରାଙ୍କୁ ତାଙ୍କ ଗ୍ରାମର ଏସ. ବଳରାମ ରେଡ୍ଡୀ ଓରଫ ବଳିଆ ଦା’ ରେ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ଧରିତ୍ରୀ ପ୍ରଭାବ; ସାନ୍ତାଳୀ ଗାଁ ପାଣିଖିଆରେ ପାଣି ପଶିବା ଘଟଣା, ଶୁଖିଲା ଖାଦ୍ୟ ବାଣ୍ଟିଲା ପ୍ରଶାସନ

ମହାକାଳପଡ଼ା,୨୪।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ସାନ୍ତାଳୀ ଗାଁ ପାଣି ଖିଆରେ ସମୁଦ୍ର ପାଣି ମାଡ଼ି ଆସିଛି । ଲଘୁଚାପ ପ୍ରଭାବରେ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?