ଡାକ୍ତରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ଚାନ୍ଦବାଲି,୨୬ା୫(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ନର୍ସଙ୍କୁ ପ୍ରେମ ନିବେଦନ କରିବା ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତରଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ଉକ୍ତ ନର୍ସ ଡାକ୍ତରଙ୍କ ବିରୋଧରେ ଯୌନ ନିର୍ଯାତନା ନେଇ ଚାନ୍ଦବାଲି ଥାନାରେ ଅଭିଯୋଗ କରିଛନ୍ତି। ମହିଳା ନର୍ସ ଜଣକ ଏତଲାରେ ଉଲ୍ଲେଖ କରିଛନ୍ତି ଯେ, ଉକ୍ତ ଡାକ୍ତର ବହୁ ସମୟରେ ତାଙ୍କୁ ଅଶ୍ଳୀଳ ଇଙ୍ଗିତ ସହ ଏକୁଟିଆ ପାଇଲେ ଟଣାଓଟରା କରିବା ଏବଂ ରାତିରେ ଫୋନ୍‌ରେ ପ୍ରେମ ନିବେଦନ କରନ୍ତି। ସେ ଏଥିରେ ରାଜି ନ ହେବାରୁ ତାଙ୍କୁ ଗାଳିଗୁଲଜ କରିବା ସହ କ୍ୱାର୍ଟର୍ସରେ ପଶି ବଳାତ୍କାର କରିବାକୁ ଧମକ ଦେଇଥିଲେ। ପୋଲିସ ଅଭିଯୋଗ ଅଧାରରେ ଏକ ମାମଲା (ନଂ.୧୬୭/୨୩) ରୁଜୁ କରିବା ସହ ନର୍ସଙ୍କ ୧୬୪ ବୟାନ ରେକର୍ଡ କରାଯାଇଛି। ଅପରପକ୍ଷେ ପୂର୍ବଶତ୍ରୁତା ପାଇଁ ନର୍ସ ଜଣକ ମିଥ୍ୟା ଅଭିଯୋଗ ଆଣିଛନ୍ତି ବୋଲି ଉକ୍ତ ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri