ଘର ଆଗରୁ ପକ୍କ୍‌ଅପ୍‌ ଗାଡି ଚୋରି ଅଭିଯୋଗ

କୋକସରା,୧୧।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଗ୍ରାମର ବ୍ୟବସାୟୀ ସନ୍ତୋଷ ଅଗ୍ରୱାଲଙ୍କ ପିକ୍‌ଅପ୍‌ ଗାଡି ଗୁରୁବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଏ ନେଇ ଥାନାରେ ତାଙ୍କ ଭାଇ ପ୍ରମୋଦ ଅଗ୍ରୱାଲ ଅଭିଯୋଗ କରିଛନ୍ତି। କୋକସରା ଷ୍ଟେଟ ବ୍ୟାଙ୍କ ନିକଟ ୨୬ ନମ୍ବର ଜାତୀୟ ରାଜପଥରେ ଥିବା ସନ୍ତୋଷଙ୍କ ଘର ରହିଛି। ପ୍ରତିଦିନ ଭଳି ତାଙ୍କର ପିକ୍‌ଅପ୍‌ ଓ କାର ବାହାରେ ରହିଥିଲା। ପିକ୍‌ଅପ୍‌ ଗାଡି (ନଂ.ଓଡି୦୮ବି ୬୭୨୫) ଦୁର୍ବୃତ୍ତମାନେ ଚୋରି କରି ନେଇଛନ୍ତି। ଗାଡି ମାଲିକଙ୍କ ବଡ଼ଭାଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ଚୋରି ମାମଲା ରୁଜୁ କରି ରାସ୍ତାରେ ରହିଥବା ବିଭିନ୍ନ ସ୍ଥାନର ସିସିଟିଭିକୁ ଆଧାର କରି ତଦନ୍ତ ଜାରି ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍‌କାଉଣ୍ଟର

ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆକୁ...

ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣା: ୪ ଗିରଫ

ଧର୍ମଶାଳା,୧୫।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜେନାପୁର ଥାନା ଗଡମଧୁପୁର ପଞ୍ଚାୟତ ପନ୍ତୁରୀଠାରେ ଥିବା ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମ ହାଉସରେ ଗତକାଲି...

ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆୟୁଷ ଡାକ୍ତର ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ସ୍ଥଗିତ, ଆଗାମୀ ୩ ମାସ ମଧ୍ୟରେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୪।୧୨( ସୁନିଲ କୁମାର ମହାନ୍ତି): ଦୀର୍ଘ ଏକମାସରୁ ଅଧିକ ସମୟ ଧରି ୮ଦଫା ଦାବି ନେଇ ସରକାରୀ ଆୟୁର୍ବେଦିକ କଲେଜ ଓ ଚିକିତ୍ସାଳୟ ସମ୍ମୁଖରେ ଆୟୁଷ...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ: ଦେଲେ ବଡ଼ ପ୍ରତିଶ୍ରୁତି, ୧୫୦ରୁ କମ୍‌ ଥିବା ଗାଁକୁ ମିଳିବ…

କୋକସରା,୧୫।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ସୋମବାର କୋକସରା ବ୍ଲକ ସଦର...

ବ୍ରହ୍ମପୁର ଉପଜିଲାପାଳଙ୍କ ଦ୍ବାରା ଚାଷୀ ସଚେତନତା ରଥ ଶୁଭାରମ୍ଭ, ଉପସ୍ଥିତ ଥିଲେ…

ଦିଗପହଣ୍ଡି,୧୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ରାଜସ୍ବ ଉପଖଣ୍ଡ ଦିଗପହଣ୍ଡି ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ କପା ମଣ୍ଡି ପରିସରରୁ ସୋମବାର ଚାଷୀ ସଚେତନତା...

ଶବ ସତ୍କାର ପାଇଁ ମିଳିଲେନି ଲୋକେ, ମାନବିକତା ଦେଖାଇ ଆଗକୁ ଆସିଲେ…

ଭଞ୍ଜନଗର,୧୫।୧୨(ବାବୁଲା ପ୍ରଧାନ): ଦିନ ଥିଲା ଗାଁଠାରୁ ସହର ପର୍ଯ୍ୟନ୍ତ ସବୁଠି ଲୋକଙ୍କ ମଧ୍ୟରେ ଏକତାର ଭାବ ଦେଖିବାକୁ ମିଳୁଥିଲା। କୌଣସି ଲୋକ ଅସୁବିଧାରେ ପଡ଼ିଲେ ସାହି...

ଦୋକାନ ଆଗରୁ ବାଇକ୍‌ ଚୋରିକରି ଛାଡ଼ିଥିଲେ ଗାଁ, ଫେରିବା ଜାଣି…

ଦିଗପହଣ୍ଡି,୧୫୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଏଏସଆଇ ସି. ତାରକେଶ୍ୱର ରାଓ ଲାଲମେଣ୍ଟା ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଭଗବାନ ପ୍ରଧାନଙ୍କୁ ବାଇକ ଚୋରି...

ଘରେ ପଶି ଅତର୍କିତ ଆକ୍ରମଣ କରିଥିଲେ ମା’-ପୁଅ: ଏବେ ଜେଲ୍‌ରେ…

ଦିଗପହଣ୍ଡି,୧୫।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଏସ୍‌.ଚାଞ୍ଚଡାପଲ୍ଲୀ ଗ୍ରାମର ଗଗନ ପାତ୍ର ଏବଂ ତାଙ୍କ ସ୍ତ୍ରୀ ରାଜେଶ୍ୱରୀ ପାତ୍ରଙ୍କୁ ଘରେ ପଶି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri