ପୁଅ ପାଇଁ ଭୋଟ ମାଗିବାକୁ ଯାଇଥିଲେ, ମହିଳାଙ୍କୁ ଦେଲେ ଧମକ, ପ୍ରତାପଙ୍କ ନାଁରେ ବଡ଼ ଅଭିଯୋଗ

ଭୁବନେଶ୍ୱର,୨୪।୫: ଭୋଟ ମାଗିବାକୁ ଯାଇ ମହିଳା ୱାର୍ଡମେମ୍ବରଙ୍କୁ ଧମକ ଦେଲେ ବିଜେଡି ବିଧାୟକ ପ୍ରତାପ ଜେନା। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ଅଶାଳୀନ ଶବ୍ଦ ବ୍ୟବହାର କରୁଥିବା ବ୍ୟକ୍ତି ପ୍ରତାପ ଜେନା ବୋଲି କୁହାଯାଉଛି।

ଅଭିଯୋଗ ଅନୁସାରେ, ଦୁଇ ଦିନ ତଳେ ପୁଅ ଅଙ୍କିତଙ୍କ ପାଇଁ ମାହାଙ୍ଗା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କୁହୁଣ୍ଡା ପଞ୍ଚାୟତର ୧୧ ନମ୍ବର ୱାର୍ଡର ମହିଳା ସଭ୍ୟ ସ୍ବର୍ଣ୍ଣଲକ୍ଷ୍ମୀ ନାୟକଙ୍କ ଘରକୁ ପ୍ରତାପ ଭୋଟ ମାଗିବାକୁ ଯାଇଥିଲେ। ଏହି ସମୟରେ ବିଧାୟକ ହଠାତ୍‌ ଉକ୍ତ ମହିଳାଙ୍କ ଉପରେ ରାଗିଯାଇ କିଛି ଆପତ୍ତିଜନକ ଶବ୍ଦ ପ୍ରୟୋଗ କରିଥିବା ଅଭିଯୋଗ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri