ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ

ଦିଗପହଣ୍ଡି,୨୧ା୧(ଡି.ଏନ.ଏ.):  ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗଁାରେ ଘରେପଶି ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ନେଇ ମହିଳା ଜଣକ ଗୁରୁବାର ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ବସନ୍ତ କୁମାର ସେଠୀ କେସ୍‌ ନଂ.୧୮/୨୧ରେ ୨ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି। ଅଭିଯୁକ୍ତ ଦ୍ୱୟ ଫେରାର ଥିବା ତଦନ୍ତକାରୀ ପୋଲିସ ଅଧିକାରୀ ସସ୍ମିତା ସେଠୀ କହିଛନ୍ତି।
ଗତ ମଙ୍ଗଳବାର ମହିଳା ଜଣକ ଘରେ ଏକୁଟିଆ ଥିବା ସୁଯୋଗ ନେଇ ସେହି ଗଁାର ୨ ଜଣ ବ୍ୟକ୍ତି ଘରେ ପଶି ବଳାତ୍କାର ଉଦ୍ୟମ କରିଥିଲେ। ସ୍ବାମୀ ଆସି ଦେଖିଦେବାରୁ ଉଭୟେ ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଏପରିକି ସମସ୍ତ ଘଟଣାର ଭିଡିଓ କରି ସାମାଜିକ ଗଣମାଧ୍ୟମରେ ଭାଇରାଲ କରିଦେବାର ଧମକ ଦେଇଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଅଜିତ କୁମାର: ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟ

ପୁରୁଷୋତ୍ତମପୁର,୫।୧୦(ସବିତା ମିଶ୍ର): ଦୀର୍ଘ ଏକ ବର୍ଷ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିକୁ ମିଳିଛି ନୂତନ ନିର୍ବାହୀ ଅଧିକାରୀ। ଅଜିତ କୁମାର ପଟ୍ଟନାୟକ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ…

ବିଦ୍ୟାଳୟ ପରିଦର୍ଶନ କରି ମଧ୍ୟାହ୍ନଭୋଜନର ମାନ ଯାଞ୍ଚ କଲେ ବିଧାୟକ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଭୁଆଁଭୂଇଁ ଗ୍ରାମସ୍ଥିତ ସରକାରୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?