ବିଦ୍ୟୁତ୍‌ ସଂଯୋଗ ପାଇଁ ଟଙ୍କା ଆଦାୟ ଅଭିଯୋଗ

ଖପ୍ରାଖୋଲ, ୨୬ା୮(ଡି.ଏନ.ଏ.) – ଦୀନ୍‌ଦୟାଲ ଉପାଧ୍ୟାୟ ଗ୍ରାମ୍ୟ ଜ୍ୟୋତି ଯୋଜନାରେ ମାଗଣା ବିଦ୍ୟୁତ୍‌ ସଂଯୋଗ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ସଂଯୋଗ ନାଁରେ ଟଙ୍କା ଆଦାୟ କରାଯାଉଥିବା ଅଭିଯୋଗ ଆସିଛି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣୀ ଗାଁରେ। ବିଭାଗୀୟ କର୍ମଚାରୀ ଘରପ୍ରତି ୫ଶହ ଟଙ୍କା ଲେଖାଏ ଆଦାୟ କରିଛନ୍ତି। ହେଲେ ୬ ମାସ ବିତି ଯାଇଥିଲେ ବି ଅନେକଙ୍କ ଘରକୁ ଏ ଯାଏ ବିଦ୍ୟୁତ୍‌ ସଂଯୋଗ ଦିଆଯାଇ ନ ଥିବା ଗାଁର କୁନ୍ତି ଭୁଏ, କଳାବତୀ କୁଅଁର, ସପୁର ବରିହା, କଶଁରୀ ଭୁଏ ପ୍ରମୁଖ ଅଭିଯୋଗ କରିଛନ୍ତି। ଏ ନେଇ ଖପ୍ରାଖୋଲ ସେକଶନ୍‌ ଅଫିସର ପବିତ୍ର ମୋହନ ପଧାନଙ୍କୁ ପଚାରିବାରୁ ବିଦ୍ୟୁତ୍‌ ସଂଯୋଗ କାମ ଠିକାଦାର କରିବା ପରେ ତାଙ୍କ ଦାୟିତ୍ୱ ଆସିଥାଏ ା ଟଙ୍କା ଆଦାୟ ସମ୍ପର୍କରେ ମୋ ପାଖରେ ସୂଚନା ନାହିଁ। ଅନୁସନ୍ଧାନ ପରେ ଅଭିଯୋଗ ସତ ହୋଇଥିଲେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri