ଗଞ୍ଜାମ, ୧୬।୫(ଡିଏନଏ ): ଗତ ପଞ୍ଚାୟତ ନିର୍ବାଚନରେ ୧୫ ନମ୍ବର ଜୋନ ପାଇଁ ଜିଲାପରିଷଦ ସଭ୍ୟ ପ୍ରାର୍ଥୀ ହୋଇ ପରାଜିତ ହୋଇଥିବା ସୁମନ୍ତ ଦାସଙ୍କ ବିରୁଦ୍ଧରେ ରମ୍ଭା ଥାନାରେ ଠକେଇ ଅଭିଯୋଗ ହୋଇଛି। ଗଞ୍ଜାମ ବ୍ଲକର ଝାରେଡି ରାଧା ଗୋବିନ୍ଦ ପୁର ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ପାଇଁ ସେହି ଅଞ୍ଚଳରେ ପ୍ଲଟ କରାଇଦେବା କହି ୨୫ ହଜାର ଟଙ୍କା ଅଗ୍ରୀମ ନେଇଥିଲେ l କିନ୍ତୁ ତାଙ୍କୁ ପ୍ଲଟ ମିଳି ନ ଥିଲା। ଏନେଇ ସୁମନ୍ତଙ୍କୁ ବାରମ୍ବାର ପଚାରିଲେ ସେ ଭଣ୍ଡେଇ ଚାଲିଥିଲେ। ଯାହାକୁ ନେଇ ଉକ୍ତ ବ୍ୟକ୍ତି ଜଣଙ୍କ ରମ୍ଭା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ରମ୍ଭା ପୁଲିସ ପକ୍ଷରୁ ୩୧୯/୨୩ରେ ମାମଲା ରୁଜୁ କରାଯାଇଥିବା ରମ୍ଭା ଥାନା ଅଧିକାରୀ ପି. ସ୍ବରୂପ କିଷନ ପ୍ରକାଶ କରିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ
ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...
‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…
ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ...
ଏଇ ଭାରତରେ
ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...
ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା
ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...
ଜିଜ୍ଞାସାର ମହାଯଜ୍ଞ
ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...
ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର
ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...
‘ଭାଜପା ଡିଏନ୍ଏରେ ଭୋଟ୍ ଚୋରି’
ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍)କୁ...
ହାତୀକୁ ଖାଦ୍ୟରେ ବିସ୍ଫୋରକ
ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...
Archives


