ଗଞ୍ଜାମ, ୧୬।୫(ଡିଏନଏ ): ଗତ ପଞ୍ଚାୟତ ନିର୍ବାଚନରେ ୧୫ ନମ୍ବର ଜୋନ ପାଇଁ ଜିଲାପରିଷଦ ସଭ୍ୟ ପ୍ରାର୍ଥୀ ହୋଇ ପରାଜିତ ହୋଇଥିବା ସୁମନ୍ତ ଦାସଙ୍କ ବିରୁଦ୍ଧରେ ରମ୍ଭା ଥାନାରେ ଠକେଇ ଅଭିଯୋଗ ହୋଇଛି। ଗଞ୍ଜାମ ବ୍ଲକର ଝାରେଡି ରାଧା ଗୋବିନ୍ଦ ପୁର ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ପାଇଁ ସେହି ଅଞ୍ଚଳରେ ପ୍ଲଟ କରାଇଦେବା କହି ୨୫ ହଜାର ଟଙ୍କା ଅଗ୍ରୀମ ନେଇଥିଲେ l କିନ୍ତୁ ତାଙ୍କୁ ପ୍ଲଟ ମିଳି ନ ଥିଲା। ଏନେଇ ସୁମନ୍ତଙ୍କୁ ବାରମ୍ବାର ପଚାରିଲେ ସେ ଭଣ୍ଡେଇ ଚାଲିଥିଲେ। ଯାହାକୁ ନେଇ ଉକ୍ତ ବ୍ୟକ୍ତି ଜଣଙ୍କ ରମ୍ଭା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ରମ୍ଭା ପୁଲିସ ପକ୍ଷରୁ ୩୧୯/୨୩ରେ ମାମଲା ରୁଜୁ କରାଯାଇଥିବା ରମ୍ଭା ଥାନା ଅଧିକାରୀ ପି. ସ୍ବରୂପ କିଷନ ପ୍ରକାଶ କରିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
ବିଶାଖାପାଟଣାମ୍-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…
ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…
ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…
‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍
ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…
୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ
ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…
ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…
ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…
ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍ସିଏଲ୍ର ପ୍ରଶଂସନୀୟ…
ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…
ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…
ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…
କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…
ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

