ଲକ୍ଷାଧିକ ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ: ବ୍ୟବସାୟିକ ପ୍ରତିଷ୍ଠାନରେ ଚଢ଼ାଉ

ଦେବଗଡ଼, ୯।୯(ଡି.ଏନ୍‌.ଏ.): ଦେବଗଡ ଜିଲା ତିଲେଇବଣି ବ୍ଲକ ସୁଗୁଡା ସ୍ଥିତ ସଚିନ ଟ୍ରେଡର୍ସରେ ଜିଏସ୍‌ଟି ବିଭାଗ ପକ୍ଷରୁ ଶୁକ୍ରବାର ଚଢାଉ କରାଯାଇଛି। ଟ୍ରେଡର୍ସ ମାଲିକଙ୍କ ବ୍ୟବସାୟିକ ଅନୁଷ୍ଠାନ ଏବଂ ବାସଭବନରେ ସକାଳ ୧୦ଟାରୁ ଚଢାଉ ଜାରି ରହିଛି।

ସୂଚନାନୁଯାୟୀ, ସଚିନ ଟ୍ରେଡର୍ସ ନାମରେ ସିମେଂଟ, ଛଡ, ଆଜବେଷ୍ଟସ ସହ ସ୍କ୍ରାପ ବ୍ୟବସାୟ ହୋଇଆସୁଥିଲା । ହେଲେ ଏହାର ମାଲିକ ଜିଏସ୍‌ଟି ଠକେଇ କରୁଥିବା ନେଇ ସମ୍ବଲପୁର ସିଟି ଏବଂ ଜିଏସ୍‌ଟି ବିଭାଗରେ ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ଶୁକ୍ରବାର ଏକ ୧୫ ଜଣିଆ ଟିମ୍‌ ଚଢାଉ କରିଛନ୍ତି। ସମ୍ବଲପୁର ସିଟି ଏବଂ ଜିଏସ୍‌ଟି ଅଫିସର ସୁରଞ୍ଜନ ସାଗରଙ୍କ ନେତୃତ୍ୱରେ ଏନ୍‌ଫୋର୍ସମେଣ୍ଟ ଟିମ୍‌ ଚଢାଉ କରିଥିବା ବେଳେ ଦୋକାନର ବିଭିନ୍ନ ରସିଦ, କାଗଜପତ୍ର, ଲାପଟପ୍‌ ଆଦି ଜବତ କରି ଅଧିକ ତଦନ୍ତ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri