ରାଶନରେ ଅନିୟମିତତା ଅଭିଯୋଗ

ବଇଣ୍ଡା,୨୯।୩(ଡି.ଏନ.ଏ.) ରାଶନ ଚାଉଳ ଓଜନରେ ଅନିୟମିତତା କରାଯାଉଥିବା ନେଇ ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ପଞ୍ଚାୟତ ତିଳେଶ୍ୱର ଗ୍ରାମର କେତେଜଣ ହିତାଧିକାରୀ ସୋମବାର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସେମାନେ ଦର୍ଶାଇଛନ୍ତି, ତିଳେଶ୍ୱର, ଦାମବାହାଳ, ଜରପଡା, ଖଡକବାହାଳ, ତେନ୍ତୁଳିପଥର, କୃତ୍ତିବାସପୁର ଗ୍ରାମର ଲୋକେ ଡିଲରଙ୍କଠାରୁ ଖାଉଟି ସାମଗ୍ରୀ ପ୍ରତିମାସରେ ହେନଉଛନ୍ତି। ହେଲେ ଡିଲର ହିତାଧିକାରୀଙ୍କୁ ବଣ୍ଟନ କରାଯାଉଥିବା ଚାଉଳ ଓଜନରେ ଠକେଇ କରୁଛନ୍ତି। ସୋମବାର ଚାଉଳ ବଣ୍ଟନ ବେଳେ ହିତାଧିକାରୀମାନେ ପ୍ରତିବାଦ କରିବାରୁ ଉତ୍ତେଜନା ଦେଖାଯାଇଥିଲା। ତୁରନ୍ତ ଏହି ଘଟଣାର ତଦନ୍ତ କରି ପଦକ୍ଷେପ ନେବାକୁ ହିତାଧିକାରୀମାନେ ଦାବି କରିଛନ୍ତି। ଏନେଇ ଆଠମଲ୍ଲିକ ଉପଖଣ୍ଡ ଯୋଗାଣ ଅଧିକାରୀ ସିବାଶିଷ ଜେନା କହିନ୍ତି, ଓଜନ ମାପରେ ଠକେଇ ହୋଇଥିବା ସମ୍ପର୍କରେ ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

୩ରୁ ୪ ସପ୍ତାହ ମଧ୍ୟରେ ବଢ଼ିପାରେ କରୋନା

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ ୩ରୁ ୪ ସପ୍ତାହ ପରେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଦିଲ୍ଲୀରେ...

ଆଗାମୀ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମୁଣ୍ଡଳିରେ ମଙ୍ଗଳବାର ସର୍ବାଧିକ ବନ୍ୟାଜଳ ପ୍ରବାହିତ ହେବ। ତେଣୁ ଆଗାମୀ ୪୮ ଘଣ୍ଟା ସମସ୍ତଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସ୍ବତନ୍ତ୍ର ରିଲିଫ କମିଶନର...

କରୋନା ମୁକାବିଲା ଆଳରେ ମହାଦୁର୍ନୀତି ଅଭିଯୋଗ: ତଦନ୍ତ ଦାବି କଲା କଂଗ୍ରେସ

ବରଗଡ଼ ଅଫିସ,୧୧।୬- ମହାମାରୀ କରୋନା (କୋଭିଡ-୧୯) ସଂକ୍ରମଣ ଯୋଗୁ ଦେଶ ଏକ ସଂକଟଜନକ ସ୍ଥିତି ଦେଇ ଗତି କରୁଛି। ମାତ୍ର ଏଭଳି ବିପର୍ଯ୍ୟୟ ସମୟରେ ରାଜ୍ୟରେ...

ଗଡ଼ ବଞ୍ଚାଇବାକୁ ବିଜେଡିର ଉଦ୍ୟମ

ଆରଡ଼ି,୧୧।୨(ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅଧୀନ ୧ ନଂ. ଜିଲା ପରିଷଦ ଜୋନ୍‌ରେ ଏଥର ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଏଥର ସାଧାରଣ ବର୍ଗର ପ୍ରାର୍ଥୀମାନେ...

ବାଲେଶ୍ୱର ମୁଖ୍ୟ ଗିରଫ, ରିମାଣ୍ଡରେ ଆଣି ଜେରା

ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ୍‌, ୮।୪: ଆମେରିକାରୁ ପରିଚାଳିତ ମୋବାଇଲ ଆପ୍‌ ‘କ୍ଲାଉଡ୍‌ ଫଟ୍‌’ରେ ଅଳ୍ପ ଟଙ୍କା ନିବେଶ କରି ଲକ୍ଷାଧିକ ଟଙ୍କା ପାଇବା ଆଶାରେ ଦେଶବ୍ୟାପୀ ୮୦...

ସହର, ଗ୍ରାମାଞ୍ଚଳରେ ହେବ ବର୍ଜ୍ୟବସ୍ତୁ ପରିଚାଳନା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୌରସଂସ୍ଥା ଏବଂ ଗ୍ରାମପଞ୍ଚାୟତ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା ସହିତ ପୌରସଂସ୍ଥାଗୁଡିକରେ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଥିବା ଆବଶ୍ୟକ ଭିତ୍ତିଭୂମି ବ୍ୟବହାର କରି...

ମା’କୁ ବିଲରୁ ଡ଼ାକିବାକୁ ଯାଇ ଟଳିପଡ଼ିଲେ ପୁଅ

ଅନୁଗୋଳ ଅଫିସ,୧୪।୬: ବଜ୍ରାଘାତରେ ନାବାଳକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ବଡ଼କେରେଜାଙ୍ଗରେ। ମୃତକ ହେଲେ ବଡ଼କେରେଜାଙ୍ଗ ଗାଁର ୧୭ ବର୍ଷର ନାବାଳକ...

ହାଇକୋର୍ଟଙ୍କୁ ପୁରୁଣା ମାମଲା ଅଡୁଆ

କଟକ ଅଫିସ,୧୨ା୮: ବହୁ ପୁରୁଣା ମାମଲାଗୁଡ଼ିକର ଶୁଣାଣି ବେଳେ ଏବେ ହାଇକୋର୍ଟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ମାମଲାଗୁଡ଼ିକ ପ୍ରାୟ ୧୬ରୁ ୨୦ ବର୍ଷ ହେଲା...

Advertisement
Archives

Model This Week