ବୀମା ପ୍ରଦାନରେ ଅନିୟମିତା ଅଭିଯୋଗ

ବରଗଡ଼ ଅଫିସ୍‌,୨୭।୯: ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାକୁ ନେଇ ବରଗଡ଼ ଜିଲାରେ ଚାଷୀ ଅସନ୍ତୋଷ ଥମୁ ନାହିଁ । ବୀମା ପାଇବା ଲୋଭରେ ଜମି ଜାଲିଆତି ଯୋଗୁ ଅନେକ ଯୋଗ୍ୟ ଚାଷୀ ସେମାନଙ୍କ ପ୍ରାପ୍ୟ ବୀମ ସହାୟତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ଅନ୍ୟପଟେ କେତେକ ସ୍ଥଳେ ବୀମା ସହାୟତା ପହଞ୍ଚି ଥିଲେ ସୁଦ୍ଧା ତାହା ପ୍ରଦାନରେ ଅନିୟମିତତା କରାଯିବା ଭଳି ଗୁରୁତର ଅଭିଯୋଗ ହୋଇଛି । ଜିଲାର ବଡ଼ ବାଉଁଶେନ ପ୍ରାଥମିକ କୃଷି ସମବାୟ ସମିତି ଉପରେ ନିର୍ଭର କରୁଥିବା ଅନେକ ଚାଷୀ ଏଭଳି ଅଭିଯୋଗ ଆଣି ସୋମବାର ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଥିଲେ । ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରି ଏହାର ବିଧିବଦ୍ଧ ତଦନ୍ତ ସହିତ କାର୍ଯାନୁଷ୍ଠାନ ନେବାକୁ ସେମାନେ ନିବେଦନ କରିଛନ୍ତି ।
ସ୍ମାରକପତ୍ରରେ ଉଲ୍ଲେଖ ରହିଛି, ଉକ୍ତ ସମବାୟ ସମିତିରେ ବୀମା ସହାୟତା ପ୍ରଦାନ ନେଇ ବ୍ୟାପକ ଅନିୟମିତା କରାଯାଇଛି । ଏଥିରେ ସମିତିର କିଛି କର୍ମଚାରୀଙ୍କ ସମ୍ପୃକ୍ତି ରହିଥିବା ନେଇ ଚାଷୀମାନେ ଅଭିଯୋଗ କରିଛନ୍ତି । କର୍ମଚାରୀଙ୍କ ଅନିୟମିତତା ଯୋଗୁ କ୍ଷତିଗ୍ରସ୍ତ ଚାଷୀମାନେ ସେମାନଙ୍କ ପ୍ରାପ୍ୟ ବୀମା ସହାୟତା ପାଇ ପାରୁ ନଥିବା ଅଭିଯୋଗ କରିଛନ୍ତି । ବଡ଼ ବାଉଁଶେନ ଅଞ୍ଚଳର ଅନେକ ଚାଷୀ ସ୍ମାରକପତ୍ର ପ୍ରଦାନ କରିବାକୁ ଜିଲାପାଳ ଅଫିସ ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri