ବସୁଧା ଯୋଜନାରେ ଚାଲିଥିବା ପାଇପ୍‌ ଲାଇନ କାର୍ଯ୍ୟରେ ଅନିୟମିତତା ଅଭିଯୋଗ

ଗଞ୍ଜାମ,୨୭ା୧୨(ବିଦ୍ୟାଧର ସାହୁ): ପୂର୍ବ ସରକାରଙ୍କ ସମୟରେ ଆରମ୍ଭ ହୋଇଥିବା ବସୁଧା ଯୋଜନାରେ ସହରର ବିଭିନ୍ନ ଓ୍ବାର୍ଡରେ ରାସ୍ତା ଖୋଳା ଯାଇ ପାଇପ୍‌ ଲାଇନ କାମ ଚାଲିଛି l ଉକ୍ତ ପାଇପ୍‌ ଲାଇନ କାର୍ଯ୍ୟରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ଜେସିବି ସାହାଯ୍ୟରେ ରୋଡ୍‌ ଖୋଳାଯାଇ ପାଇପ ପକାଯାଉଛି। ପାଇପ୍‌ ପଡ଼ିବା ପରେ ମାଟି ଠିକ୍‌ ଭାବେ ନ ଘୋଡ଼େଇ ଛାଡ଼ି ଦିଆଯାଉଥିବା ଅଭିଯୋଗ ହୋଇଛି। ଠିକା ନେଇଥିବା ସଂସ୍ଥାର ଏଭଳି ବେପରୁଆ ନାପସନ୍ଦ କରିଛନ୍ତି ସହରବାସୀ। ଶୁକ୍ରବାର ଦାମୋଦର କଲେଜକୁ ସଂଯୋଗ ସଂକୀର୍ଣ୍ଣ ରୋଡ୍‌କୁ ଖୋଳା ଯାଇ ପାଇପ୍‌ ପକାଯାଉଥିବା ବେଳେ କଲେଜ ପିଲାମାନେ ଯିବା ଆସିବାରେ ଘୋର ଅସୁବିଧାର ସମ୍ମୁଖୀନ ହୋଇଥିଲେ l କଲେଜ ଛୁଟି ସମୟରେ ଉକ୍ତ କାର୍ଯ୍ୟ ହୋଇ ପାରିଥାନ୍ତା ବୋଲି କଲେଜର ଜଣେ କର୍ମଚାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri