IRS ଅଫିସରଙ୍କ ନାଁରେ ସଙ୍ଗୀନ ଅଭିଯୋଗ, କେହି ନଥିବା ବେଳେ ଯୁବତୀଙ୍କୁ ସରକାରୀ କ୍ୱାର୍ଟର୍ସରେ ବଳାତ୍କାର

ଭୁବନେଶ୍ୱର,୨୨।୨: ଆଇଆରଏସ୍ ଅଫିସରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ । ସତ୍‌ସଙ୍ଗ ବିହାର ସରକାରୀ କ୍ବାର୍ଟର୍ସରେ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ଏହାସହ ବଳାତ୍କାର ସମୟରେ ଭିଡିଓ ରେକର୍ଡିଂ କରି ଭାଇରାଲ କରିବାକୁ ଧମକ ଦେଇଥିବା ନେଇ ଜଣାପଡିଛି । ଅଭିଯୋଗ ପରେ ସହୀଦନଗର ପୋଲିସ ତଦନ୍ତ ଆରମ୍ଭ କରିଛି । ଡାକ୍ତରୀ ମାଇନା ପରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି ।

ଖବର ଅନୁସାରେ, ଆଇଆରଏସ୍‌ ଅଫିସ୍‌ର ଜଣଙ୍କ ପରିବାର ସହିତ ସତସଙ୍ଗ ବିହାରରେ ରହୁଥିଲେ । ତେବେ ଗତ କିଛି ଦିନ ତଳେ ତାଙ୍କ ଭଉଣୀ ଏବଂ ଜଣେ ଯୁବତୀ ଘରକୁ ଆସିଥିଲେ । ତେବେ ସ୍ତ୍ରୀ ଏବଂ ଭଉଣୀ କୌଣସି କାମରେ ବାହାରକୁ ଯାଇଥିବା ବେଳେ ସେ ବେଡରୁମକୁ ଡାକି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି । ଏପରିକି କାହାକୁ କହିଲେ କିମ୍ବା ଥାନାରେ ଏତଲା ଦେଲେ କରିଥିବା ଅଶ୍ଲିଳ ଭିଡିଓ ଭାଇରାଲ କରିବାକୁ ମଧ୍ୟ ଧମକ ଦେଇଥିଲେ । ତେବେ କିଛିଦିନ ପରେ ଯୁବତୀଜଣକ ସହିଦ ନଗର ଥାନାରେ ଏତଲା ଦେଇଥିଲେ । ଏହାପରେ ପୋଲିସ ପୀଡିତାଙ୍କ ବୟାନ ରେକର୍ଡ କରି ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri