ଘରେ ପଶି ମହିଳାଙ୍କୁ ଅସଦାଚରଣ ଅଭିଯୋଗ, ଅଭିଯୁକ୍ତ ଅଟକ

ଦିଗପହଣ୍ଡି,୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ସହ ଅଭିଯୁକ୍ତମାନେ ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ମହିଳାଙ୍କ ଏତଲା କ୍ରମେ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ କେସ ନଂ ୫୪/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି।

ସୂଚନାଯୋଗ୍ୟ, ଗୁରୁବାର ସକାଳେ ମହିଳା ଜଣକ ଘରେ ଥିବା ବେଳେ ଅଭିଯୁକ୍ତମାନେ ଘରେ ପଶି ତାଙ୍କୁ ନିସ୍ତୁକ ମାଡ଼ ମାରିବା ସହ ଗାଁ ରାସ୍ତାକୁ ଟାଣି ନେଇ ଅସଦାଚରଣ କରିଥିବା ଏତଲାରେ ଉଲ୍ଲେଖ ରହିଛି। ଘଟଣାରେ ସାମିଲ ଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଥାନାରେ ଅଟକ ରଖିଛନ୍ତି। ତାଙ୍କୁ ରବିବାର କୋର୍ଟ ଚାଲାଣ କରାଯିବ ବୋଲି ତଦନ୍ତକାରୀ ପୋଲିସ ଅଧିକାରୀ ଏଏସ୍‌ଆଇ ଗୋବିନ୍ଦ ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

ଛାତିରେ ହେଲା ଯନ୍ତ୍ରଣା, ଡାକ୍ତରଖାନା ନେବା ପରେ…

ଗଞ୍ଜାମ,୨୬ା୮(ବିଦ୍ୟାଧର ସାହୁ): ହୁମ୍ମା ଅଞ୍ଚଳର ଜଣେ ଧର୍ମପରାୟଣ ବ୍ୟକ୍ତିଙ୍କ ବିୟୋଗ ଘଟିଛ। ସେ ହେଲେ ହୁମା ଗୋପୀନାଥ ସାହିର ବାବାଜୀ ସାହୁ l ଜଣେ ଶାନ୍ତ ସରଳ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri